ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି।

ଆକ୍ରମଣରେ ଯୁବକଙ୍କ ଅବସ୍ଥା ସଂକଟାପନ୍ନ ଥିବା ବେଳେ ତାଙ୍କୁ ଭିମ୍‌ସାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁତର ଯୁବକ ଜଣକ ବୁର୍ଲା ସରସ୍ୱତୀ ଶିଶୁ ମନ୍ଦିର ଅଞ୍ଚଳର ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

JPSC ପରୀକ୍ଷା ହେରଫେର ମାମଲାରେ EDର ଏଣ୍ଟ୍ରି; ଆସୁ ଆସୁ ନେଲା ବଡ଼ ଆକ୍ସନ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ JPSCର 14ତମ ପ୍ରିଲିମିନାରୀ ଟେଷ୍ଟ (PT) ଏବଂ ଅନ୍ୟାନ୍ୟ ସମ୍ବନ୍ଧିତ ପରୀକ୍ଷାରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପଦକ୍ଷେପ ନେଇଛି।…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ…

ଝାଡ଼ଖଣ୍ଡ ବିଧାନସଭା ଘେରାଓ ପୂର୍ବରୁ ରାଞ୍ଚିରେ କଡ଼ା ହେଲା ସୁରକ୍ଷା ବ୍ୟବସ୍ଥା

ରାଞ୍ଚି,୧୦।୮: ଛାତ୍ରଙ୍କ ପ୍ରତିବାଦ ଏବଂ ବିଧାନସଭା ଘେରାଉ ଡାକରା ପରେ, ବିଧାନସଭାକୁ ଯାଉଥିବା ରାସ୍ତାରେ ସୁରକ୍ଷା ବଳୟ ସ୍ଥାପନ କରାଯାଇଛି, ଯାହା ଫଳରେ ବିକ୍ଷୋଭକାରୀମାନେ ସେହି ସ୍ଥାନରେ…

ବୈଦିକ ଶିକ୍ଷା ବ୍ୟବସ୍ଥା

ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ…

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର…

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ…

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri