Posted inଫୁରସତ

Video: ଚଳନ୍ତା ଟ୍ରେନ୍‌ରେ ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଏଭଳି କରେଣ୍ଟ ଖାଇଲେ ଯେ ଦେଖିଲେ ଡରିବେ

ସୋସିଆଲ ମିଡିଆରେ ଏକ ଚକିତ କଲାଭଳି ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଜଣେ ଯୁବକ ଟ୍ରେନ୍‌ ଉପରେ ଭୟଙ୍କର ଷ୍ଟଣ୍ଟ କରୁଥିବା ଦେଖାଯାଉଛି। ହେଲେ ତାଙ୍କ ସହ ଏଭଳି କିଛି ହେଉଛି ଯାହାକୁ ଦେଖି ସମସ୍ତେ ଚକିତ ହେଉଛନ୍ତି।

ପ୍ରାୟ ୧ ମିନିଟ୍‌ର ଭିଡିଓରେ ଦେଖିବେ, ଦ୍ରୁତ ଗତିରେ ଟ୍ରେନ୍‌ଟିଏ ଆସୁଛି। କ୍ୟାମେରାରେ ସବୁକିଛି ରେକର୍ଡ ହେଉଛି। ଠିକ୍‌ ଏତିକି ବେଳେ ଜଣେ ଯୁବକ ଝରକା ବାହାରକୁ ଆସି ଷ୍ଟଣ୍ଟ ଦେଖାଉଛନ୍ତି। ସେ ଟ୍ରେନ୍‌ର ଛାତ ଉପରେ ଚଢ଼ୁିବାକୁ ଚେଷ୍ଟା ବିଦ୍ୟୁତ୍‌ ସରବରାହ କରୁଥିବା ପିଲରକୁ ଛୁଇଁବାକୁ ଚେଷ୍ଟା କରୁଛନ୍ତି। ଏତିକିରେ ସେ ଅଟକୁ ନାହାନ୍ତି। ସେ ଛାତ ଉପରେ ପହଞ୍ଚି କିଛି ସଙ୍କେତ ଦେଉଛନ୍ତି। ଆଗକୁ ତାଙ୍କ ସହ ଯାହା ହେଉଛି ତାହା ଚମକାଉଛି। ତାଙ୍କୁ ହଠାତ ଜୋରଦାର କରେଣ୍ଟ ଲାଗୁଛି। ଫଳରେ ସେ ଜଳି ଯାଉଛନ୍ତି। ତାଙ୍କ ସମ୍ପୂର୍ଣ୍ଣ ହାତ ସହ ଅଣ୍ଟାଯାଏ କଳା ପଡ଼ିଥିବା ଆଗାମୀ ଦୃଶ୍ୟରେ ଦେଖାଯାଉଛି।

ସୋସିଆଲ ମିଡିଆରେ ଭିଡିଓଟି ଭାଇରାଲ ହେଉଥିବା ବେଳେ ଲୋକେ ଭଳିକି ଭଳି ପ୍ରତିକ୍ରିୟା ଦେଉଛନ୍ତି। ତେବେ ଏହା କେବେ ଏବଂ କେଉଁଠାର ତାହା ଜଣାପଡ଼ିନାହିଁ। ଏଯାବତ ହଜାର ହଜାର ଲୋକେ ଏହାକୁ ଦେଖିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri