ମହିଳାଙ୍କଠାରୁ ମୋବାଇଲ୍‌ ଛଡ଼ାଇବାକୁ ନେଇ ଯୁବକଙ୍କୁ ହତ୍ୟା

ବାରିପଦା, ୩।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ଚାଉଁରାଡି ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି। ମୋବାଇଲ୍‌ ଛଡ଼ାଇବା ଘଟଣାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ପଥରରେ ଛେଚି ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ, ଗ୍ରାମର ଜଣେ ମହିଳାଙ୍କଠାରୁ ଉକ୍ତ ଯୁବକ ମୋବାଇଲ୍‌ ଛଡ଼ାଇ ନେଇ ପଳାଉଥିବା ସମୟରେ କିଛି ସ୍ଥାନୀୟ ଯୁବକ ତାଙ୍କୁ କାବୁ କରି ନେଇଥିଲେ। ଏହାପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। କିଛି ଯୁବକ ଏକାଠି ହୋଇ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ। ଉତ୍ତ୍ୟକ୍ତ ଯୁବକମାନେ ଏକ ପଥରରେ ତାଙ୍କୁ ନିର୍ମମ ଭାବେ ଛେଚି ଦେବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ଖବର ପାଇ ବାଦାମପାହାଡ଼ ଥାନା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ବ୍ୟକ୍ତିମାନଙ୍କୁ ଚିହ୍ନଟ କରିବା ପାଇଁ ପୋଲିସ ପଚରାଉଚରା ଜାରି ରଖିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହିଞ୍ଜିଳିରେ ନବୀନଙ୍କ ନିଖୋଜ ପୋଷ୍ଟରକୁ ଜୋର ଧରିଲା ରାଜନୀତି: ବିଜେଡିର ଥାନାରେ ଅଭିଯୋଗ,ତେଜିଲା ତଦନ୍ତ ଦାବି…

ହିଞ୍ଜିଳିକାଟୁ,୨।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବସ୍‌ ଟର୍ମିନାଲ ପରିସରରେ ହିଞ୍ଜିଳି ବିଧାୟକ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିଖୋଜ ପୋଷ୍ଟର ଲାଗିବାକୁ ନେଇ ରାଜନୈତିକ ମହଲରେ…

ବଦଳିଲା ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚର ସମୟ! କେତେବେଳେ ଆରମ୍ଭ ହେବ ପ୍ରଥମ ଦିନିକିଆ, ଜାଣନ୍ତୁ…

ନୂଆଦିଲ୍ଲୀ, ୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ବୁଧବାର, ନଭେମ୍ବର ୪ ତାରିଖରେ ଅକଲାଣ୍ଡର ଇଡେନ ପାର୍କରେ…

୭ ଦିନ ପରେ ବି ସଜାଡ଼ି ହେଲାନି ଲେଡବନ୍ଧ ରାସ୍ତା: ବିପଦସଂକୁଳ ଅବସ୍ଥାରେ ଚାଲିଛି ଯାନବାହନ ଚଳାଚଳ

ମୋହନା, ୩।୧୧।୨୬: ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ହୋଇଥିବା ଲଗାଣ ବର୍ଷାରେ ଧୋଇ ହୋଇଯାଇଥିଲା ଲେଡବନ୍ଧ ରାସ୍ତା। ରାସ୍ତାଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବାରୁ ପ୍ରଶାସନ ପକ୍ଷରୁ ଯାତାୟାତ ବନ୍ଦ…

ବିସିସିଆଇର ସିଡ୍ୟୁଲକୁ ନେଇ ଏ କ’ଣ କହିଦେଲେ ଶୁଭମନ ଗିଲ, ଦିନିକିଆ ସିରିଜ ପୂର୍ବରୁ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହେବାକୁ ଯାଉଛି। ଏହାର ପ୍ରଥମ ମ୍ୟାଚ ନଭେମ୍ବର ୪ ତାରିଖରେ…

ସୋନମ ୱାଙ୍ଗଚୁକଙ୍କୁ ବଡ଼ ଝଟକା, ପ୍ରଶାସନ ଦେଲା ଏଭଳି ନିର୍ଦ୍ଦେଶ

ନୂଆଦିଲ୍ଲୀ, ୩।୧୧: ଲଦାଖ ପ୍ରଶାସନ ଶିକ୍ଷା ଓ ପରିବେଶ କ୍ଷେତ୍ରରେ କାମ କରୁଥିବା ସୋନମ ୱାଙ୍ଗଚୁକଙ୍କୁ ବଡ଼ ଝଟକା ଦେଇଛି। ୱାଙ୍ଗଚୁକଙ୍କ ଦ୍ୱାରା ପ୍ରତିଷ୍ଠିତ ହିମାଳୟନ ଇନଷ୍ଟିଚ୍ୟୁଟ…

ହାର୍ଦ୍ଦିକ ପାଣ୍ଡ୍ୟା ପଞ୍ଜାବ କିଙ୍ଗ୍ସକୁ ଯିବା ନିଶ୍ଚିତ! ମୁମ୍ବାଇ ଇଣ୍ଡିଆନ୍ସ (MI) ପାଇଁ ଖେଳିବେ ଅର୍ଶଦୀପ; ଆସିଲା ଅଦଳବଦଳ ଚୁକ୍ତି ସମ୍ବନ୍ଧୀୟ ଅପଡେଟ

ନୂଆଦିଲ୍ଲୀ,୩।୧୧: ହାର୍ଦ୍ଦିକ ପାଣ୍ଡ୍ୟା ପଞ୍ଜାବ କିଙ୍ଗ୍ସକୁ ଯାଇପାରନ୍ତି। ହଁ, ଆପଣ ଠିକ ଶୁଣିଛନ୍ତି, ହାର୍ଦ୍ଦିକଙ୍କୁ ଅନ୍ୟ ଦଳକୁ ପଠାଇବା (ଟ୍ରେଡ) ପ୍ରକ୍ରିୟାରେ ହଠାf ପଞ୍ଜାବ ଫ୍ରାଞ୍ଚାଇଜ ସାମିଲ…

ଭଞ୍ଜପୁର ପୋଲିସକୁ ବଡ଼ ସଫଳତା: କାର୍‌ ସହ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ, ଲକ୍ଷାଧିକ ଟଙ୍କା ଜବତ, ୩ ଗିରଫ

ବାରିପଦା, ୩/୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାର ଭଞ୍ଜପୁର ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଲକ୍ଷ୍ମୀପୋଷିସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ନିକଟ ସୁବର୍ଣ୍ଣରେଖା କେନାଲ…

ଶିକ୍ଷକ ଅଭାବରେ ଚାଲିଛି ବିଦ୍ୟାଳୟ: ୧୫୩ ଛାତ୍ରୀଛାତ୍ରଙ୍କୁ ମାତ୍ର ୪ ଶିକ୍ଷକ

କର୍ଲାମୁଣ୍ଡା,୩।୧୧(ପ୍ରଦୀପ କୁମାର ସାହୁ): ଶିକ୍ଷାର ବିକାଶ ଓ ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ହେଲେ ଅନେକ ବିଦ୍ୟାଳୟରେ ଏବେ ବି ଶିକ୍ଷକ ଅଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?