ବରଗଡ଼ରେ ଚାଞ୍ଚଲ୍ୟ: ବିଚ ରାସ୍ତାରେ ଯୁବକଙ୍କୁ ନିର୍ମମ ହତ୍ୟା

ବରଗଡ଼,୧୪।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ପାଣିଛତର-ଜମୁର୍ଡା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ଜମୁର୍ଡା ଟାଙ୍ଗରଟିକ୍ରାର ଭୀମ ବିଶ୍ବାଳ ବୋଲି ସୂଚନା ମିଳିଛି। ୨ଦିନ ତଳେ ଅତିବିରା ଥାନା ଗୋଡଭଗା ନିକଟ ସତୀଯୋର ପାଖରେ ଟେଲର ମାଷ୍ଟରଙ୍କୁ ହତ୍ୟା ଘଟଣାର ଅଭିଯୁକ୍ତ ଏପର୍ଯ୍ୟନ୍ତ ଧରାପଡି ନ ଥିବାବେଳେ ମଙ୍ଗଳବାର ବିଚ ରାସ୍ତାରେ ଆଉ ଏକ ହତ୍ୟାକାଣ୍ଡ ବରଗଡ଼ରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ପୋଲାଣ୍ଡର ସର୍ବୋଚ୍ଚ ସମ୍ମାନ ଫେରାଇଲେ ଜେଲେନସ୍କି, ରାଷ୍ଟ୍ରପତି କରୋଲ ନାଭ୍ରୋକିଙ୍କ ଘୋଷଣା ପରେ…

କ୍ୱିଭ,୨୧।୬: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶନିବାର ପୋଲାଣ୍ଡର ସର୍ବୋଚ୍ଚ ନାଗରିକ ସମ୍ମାନ, ହ୍ବାଇଟ ଇଗଲ ଅର୍ଡର ଫେରାଇ ଦେଇଛନ୍ତି। ପୋଲାଣ୍ଡ ଅଧିକାରୀ କାରୋଲ ନାୱରୋକିଙ୍କ ଦ୍ୱାରା…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଇମ୍ରାନଙ୍କ ଦଳର ଚାରି ଜଣ ନେତାଙ୍କୁ ଦଶ ବର୍ଷ ଜେଲଦଣ୍ଡ

ଲାହୋର,୨୧।୬: ଶନିବାର ପାକିସ୍ତାନର ଏକ କୋର୍ଟ ୨୦୨୩ ଦଙ୍ଗା ସହିତ ଜଡିତ ଏକ ମାମଲାରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳର ଚାରି ଜଣ…

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri