ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ଗୁରୁତର ହେବାରୁ ଅନୁଗୁଳ ଜିଲା ଚିକିତ୍ସାଳୟକୁ ସ୍ଥାନନ୍ତର କରାଯାଇଛି। ଅଜଣା ଗାଡି ଧକା ପରେ ବାଇକ ଜଳିଯାଇଥିବା ସୂଚନା ରହିଛି ।
ସୂଚନା ଅନୁସାରେ, କଣିହାଁ ବ୍ଲକ ସମଲ ଥାନା ଜାତୀୟ ରାଜପଥ ୧୪୯ ବୁରୁକୁନା ଛକ ସମକୋଇ ବ୍ରିଜ୍ ଠାରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବିଳମ୍ବିତ ରାତ୍ରିରେ ଘଟଣା ଘଟିଥିବା ନେଇ ଅନୁମାନ କରାଯାଉଥିବା ବେଳେ ଦୁର୍ଘଟଣାରେ ବାଇକ୍ ପୋଡ଼ି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ସାମଲ ପୋଲିସ ପହଞ୍ଚି ତଦନ୍ତ କରୁଛି । ଖବର ଲେଖାଯିବା ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

CBSE ଦ୍ୱାଦଶ ଶ୍ରେଣୀ ପୁନଃମୂଲ୍ୟାୟନ: ଜୁନ୍‌ ୧ରୁ ଖୋଲିବ ରି-ଭାଲ୍ୟୁଏଶନ୍‌ ପୋର୍ଟାଲ, ଜାଣନ୍ତୁ କିଭଳି କରିବେ…

ନୂଆଦିଲ୍ଲୀ,୨୯।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦ୍ୱାରା ଦ୍ୱାଦଶ ଶ୍ରେଣୀ (Class ୧୨) ଖାତା ପୁନଃମୂଲ୍ୟାୟନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ…

ଅଘୋଷିତ ବିଦ୍ୟୁତ କାଟରେ ଅସହ୍ୟ ଲାଞ୍ଜିଗଡ ଗ୍ରାମବାସୀ: ଗ୍ରିଡ୍‌ରେ ତାଲା ପକାଇ ଧାରଣା, ଟାଟା ପାୱାର ଯନ୍ତ୍ରୀଙ୍କ ସହ ଆଲୋଚନା

ଲାଞ୍ଜିଗଡ, ୨୯।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ବ୍ଲକ ଅଞ୍ଚଳବାସୀ ଶୁକ୍ରବାର ଲାଞ୍ଜିଗଡ ଟାଟା ପାୱାର ବିଦ୍ୟୁତ ଗ୍ରିଡ୍‌ରେ ତାଲା ପକାଇ ଧାରଣାରେ ବସିଥିଲେ।…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

କେନ୍ଦେଇପଶି ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ: ଉପୁଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଗଲା ଛପର

ପାଟଣା, ୨୯।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର କେନ୍ଦେଇପଶି ମୁଖ୍ୟାଳୟ ଓ ଆଖପାଖ  ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ହଠାତ୍ ପ୍ରାୟ ୧ ଘଣ୍ଟା…

ଲଟେରି ମାଧ୍ୟମରେ ବଣ୍ଟନ ହେଲା ମଦ ଦୋକାନ

ନୂଆପଡ଼ା,୨୯ା୫(ମକାରୁ ବେମାଲ): ନୂଆପଡ଼ା ଅବକାରୀ ଜିଲାର ୨୦୨୬-୨୭ବର୍ଷ ପାଇଁ ଆଇଏମ୍‌ଏଫ୍‌ଏଲ୍‌ (ବିଦେଶୀ ମଦ) ଦୋକାନ ବଣ୍ଟନ ନିମନ୍ତେ ଶୁକ୍ରବାର ସଦ୍‌ଭାବନା ସଭାଗୃହରେ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ…

ଗୋରୁ ଚାଲାଣ ବେଳେ ମାଡିବସିଲା ପୋଲିସ : ୪ ଗିରଫ

ବଞ୍ଚୋ,୨୯।୫ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା  ଘଷିପୁରା ଥାନା  ଅଞ୍ଚଳରେ ଗୁରୁବାର ରାତିରେ ଏକ ପିକ୍-ଅପ୍ ଭ୍ୟାନରେ ଗୋରୁ ଚାଲାଣ କରାଯାଉଥିବା ବେଳେ ପୋଲିସ ଗାଡ଼ିଟିକୁ…

ସ୍ବାମୀ, ଦିଅର, ଯାଆ ମିଶି ଦେଉଥିଲେ ନିର୍ଯାତନା, କୋର୍ଟ ଶୁଣାଇଲେ ଏଭଳି ଦଣ୍ଡ…

ସମ୍ବଲପୁର,୨୯।୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଧମା ଥାନା ଅନ୍ତର୍ଗତ ତେନ୍ତୁଳିକୁର୍ଲା ଗ୍ରାମର ଏକ ବହୁ ଚର୍ଚ୍ଚିତ ବଧୂ ନିର୍ଯାତନା ମାମଲାରେ ସମ୍ବଲପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri