ଆରମ୍ଭ ହେଲା ‘ଧରିତ୍ରୀ’ର ୟୁଥ୍‌ କନ୍‌କ୍ଲେଭ୍‌

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ‘ଧରିତ୍ରୀ’ର ୪୮ତମ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ଏକ ନିଆରା ପ୍ରଚେଷ୍ଟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନକୁ ନେଇ ବୁଧବାର ହୋଟେଲ ସ୍ବସ୍ତି ପ୍ରିମିୟମ୍‌ରେ ‘ଧରିତ୍ରୀ’ ପକ୍ଷରୁ ୟୁଥ୍‌ କନ୍‌କ୍ଲେଭ୍‌ ଅନୁଷ୍ଠିତ ହୋଇଛି।


ଏହି କାର୍ଯ୍ୟକ୍ରମରେ ଆଇଏଏସ୍‌ ତଥା ଓଡ଼ିଶା ସରକାରଙ୍କ ଉନ୍ନୟନ କମିଶନର ପ୍ରଦୀପ ଜେନା, ସୌମ୍ୟ ବିଶ୍ୱାଳ, ୟୁନିସେଫ୍‌ (ୟୁନାଇଟେଡ୍‌ ନେସନ୍‌ସ ଚିଲ୍‌ଡ୍ରେନ୍‌ସ ଫଣ୍ଡ୍‌)ର ଓଡ଼ିଶା ମୁଖ୍ୟ ମୋନିକା ନେଲ୍‌ସନ୍‌, ବକୁଳ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ସମ୍ପାଦକ ସୁଜିତ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିବା ବେଳେ ‘ଧରିତ୍ରୀ’ର ସମ୍ପାଦକ ତଥାଗତ ସତପଥୀ, ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri