ମୋବାଇଲ୍‌ ଟାଓ୍ବାର ଉପରେ ଚଢ଼ିଗଲେ ଯୁବକ: ପରେ ଧମକ ଦେଇ ଯେଉଁ କାଣ୍ଡକଲେ…

କଲ୍ୟାଣସିଂହପୁର,୧୧।୫(ଦୀପକ କୁମାର ପରିଡା ): ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ଘଟିଛି ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସହରରେ । ମଦ୍ୟପ ଅବସ୍ଥାରେ ଜଣେ ଯୁବକ ମୋବାଇଲ ଟାୱାର ଉପରକୁ ଚଢି ଆତ୍ମହତ୍ୟା ଧମକ ଦେବାରୁ ସ୍ଥାନୀୟ ଅଞ୍ଚଳରେ ଦୀର୍ଘ ସମୟ ଧରି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ପୋଲିସ ଓ ଅଗ୍ନିଶମ ବାହିନୀର ଉଦ୍ୟମରେ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା। ଉଦ୍ଧାର ପରେ ତ୍ରିଲୋଚନ କାଶୀଙ୍କୁ କଲ୍ୟାଣସିଂହପୁର ଥାନାରେ ଅଟକ ରଖି ପଚରାଉଚରା କରାଯାଉଥିବା ସୂଚନା ମିଳିଛି। ଘଟଣାଟିକୁ ନେଇ ସମଗ୍ର ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?