ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ସୁନୀଲ କୌଣସି କାମଧନ୍ଦା ନ କରି ବେକାର ଥିଲେ। ଏଥି ଯୋଗୁ ସେ ମାନସିକ ସ୍ଥିତି ହରାଇ ଘରେ ଏକ ରଶି ବେକରେ ଗୁଡ଼ାଇ ଝୁଲି ପଡ଼ିଥିଲେ । ଖବରପାଇ ଦିଗପହଣ୍ଡି ଥାନା ଏସ.ଆଇ ସୋଫିଆ ମିଶ୍ର ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଥାନା ଅପମୃତ୍ୟୁ ମାମଲା ନଂ. ୪୮/୨୫ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବା ପରେ ଅପରାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ପୋଲ୍‌ ଖୋଲିଲେ ପ୍ରତାପ ଷଡ଼ଙ୍ଗୀ, ଅତୀତରେ ମୋତେ ଅଫର ଦେଇଥିବା କହି…

ଭୁବନେଶ୍ୱର,୧୪ା୩: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପୋଲ୍‌ ଖୋଲି ଦେଇଛନ୍ତି ଏମ୍‌ପି ପ୍ରତାପ ଷଡ଼ଙ୍ଗୀ(ନନା)। ସେ କହିଛନ୍ତି, ନବୀନ ଘୋଡ଼ା ବେପାରରେ ମାହିର। ଅତୀତରେ ମୋତେ…

LPG ସଙ୍କଟ ମଧ୍ୟରେ ଚାକିରି ହରାଇଲେଣି ବହୁ ଡେଲିଭରି ବୟ! ଅନେକ ପରିବାର ଉପବାସରେ, ସରକାରଙ୍କୁ ଗୁହାରି କଲେ…

ନୂଆଦିଲ୍ଲୀ,୧୪।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଯୋଗୁ ବିଶ୍ୱବ୍ୟାପୀ ଏଲପିଜି ଯୋଗାଣ ବାଧାପ୍ରାପ୍ତ ହୋଇଛି, ଯାହା ସିଧାସଳଖ ଭାରତର ଖାଦ୍ୟ ଯୋଗାଣ ଏବଂ ଗିଗ କର୍ମଚାରୀମାନଙ୍କୁ ପ୍ରଭାବିତ କରିଛି। ପୁଣେରୁ…

ଗୋଟିଏ ଦିନରେ ବାରୁଣୀ ସ୍ନାନ ସହ ତାରାତାରିଣୀଙ୍କ ଚୈତ୍ର ଯାତ୍ରା, ମିଳିତ ଭାବରେ କାର୍ଯ୍ୟ କରିବା ନେଇ…

ପୁରୁଷୋତ୍ତମପୁର,୧୪ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ଗୋଟିଏ ଦିନରେ ବାରୁଣୀସ୍ନାନ ଓ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ରହିଥିବା ନେଇ କିଭଳି ଏହାର ମୁକାବିଲା…

ବିଜେଡି ସହ ବୁଝାମଣାକୁ ନେଇ ଏମିତି କହିଲେ ସୋଫିଆ, କଂଗ୍ରେସର ସ୍ଥିତି ଆଜି କେବଳ…

ଭୁବନେଶ୍ୱର,୧୪ା୩: ବିଧାୟିକା ସୋଫିଆ ଫିର୍ଦ୍ଦୋସ ଖୋଲାଖୋଲି ଭାବେ ତାଙ୍କର ଅସନ୍ତୋଷ ଝାଡ଼ିଛନ୍ତି। ବିଜେଡି ସହ ବୁଝାମଣାକୁ ନେଇ ଉଠୁଥିବା କଥା ଉପରେ ସେ ଖୁବ୍‌ ରାଗିଯାଇଛନ୍ତି। ସେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! କିମ୍‌ କଲେ ୧୦ ମିସାଇଲ ଆଟାକ୍‌, ଛାରଖାର ହୋଇଯିବ…

ନୂଆଦିଲ୍ଲୀ,୧୪।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆଉ ଏକ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଉଥିବା ରିପୋର୍ଟ ସାମ୍ନାକୁ ଆସିଛି। ଦକ୍ଷିଣ କୋରିଆ କହିଛି ଯେ ଉତ୍ତର…

ଗ୍ୟାସକୁ ନେଇ ହୁଅନ୍ତୁନି ଟେନସନ! ସରକାର କହିଲେ ରାଶନ କାର୍ଡ ଥିଲେ ମାଗଣାରେ ମିଳିବ….

ନୂଆଦିଲ୍ଲୀ,୧୪।୧: “ରନ୍ଧନ ଗ୍ୟାସର ଅଭାବ ହେଲେ ଆମେ ବିକଳ୍ପ ଇନ୍ଧନ ଭାବରେ କିରୋସିନ ଯୋଗାଇବାକୁ ପ୍ରସ୍ତୁତ” । ସାରା ଦେଶରେ ଯେତେବେଳେ ରନ୍ଧନ ଗ୍ୟାସ ଯୋଗାଣରେ ବିଳମ୍ବ…

ରାଜ୍ୟ ସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ, ଘୋଡ଼ା ବେପାର କଥା ଉଠାଇ…

ଭୁବନେଶ୍ୱର,୧୪ା୩: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। ଏନେଇ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri