ଶ୍ୱଶୁର ଘର ଗାଁରେ ଜୀବନ ହାରିଲେ ଜ୍ୱାଇଁ

ରାଇରଙ୍ଗପୁର,୨୦।୮(ମାନସ ମହାନ୍ତି): ମୟୁରଭଞ୍ଜ ଜିଲା ଶେଈ ଥାନା ଅଧୀନ ବୁଡାମରା
ଗ୍ରାମରେ ଜଣେ ଯୁବକ ଖଡଖାଈ ନଦୀ କୂଳ ପାର୍ଶ୍ୱ ବିଲରେ ଥିବା ଏକ ଗଛରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ରାଇରଙ୍ଗପୁର ଥାନା ହାତନାଡୋ ଗ୍ରାମର ବୈଦ୍ୟନାଥ ନାରା (୨୦)।

ମିଳିଥିବା ସୂଚନା ମୁତାବକ, ବୈଦ୍ୟନାଥ ଶ୍ୱଶୁର ଘର ଗାଁରେ ରହୁଥିଲେ। ହେଲେ କୌଣସି କାରଣକୁ ନେଇ ବୈଦ୍ୟନାଥ ଏକ ଗଛରେ ଫାଶୀ ଲଗାଇ ଓହଲି ପଡିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୧୪/୨୦୨୩) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଅନ୍ୟପକ୍ଷେ କେଉଁ ପରିସ୍ଥିତିରେ ବୈଦ୍ୟନାଥ ଜୀବନ ହାରିଲେ ତାହା ଜଣାପଡି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri