ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ। ହେଲେ ରେଳ ଲାଇନ ଉପରେ ମୃତକଙ୍କ ବ୍ୟାଗ, ମୋବାଇଲ ଫୋନ ଥିବାରୁ ପୋଲିସ ପହଞ୍ଚିବା ପରେ ପରିଚୟ ମିଳିବ ବୋଲି କୁହାଯାଉଛି।

ସୂଚନାନୁଯାୟୀ, ରାତ୍ର ୭ଟା ସମୟରେ ବନ୍ଦେ ଭାରତ ଏକ୍ସପ୍ରେସ ଛତ୍ରପୁର ବାଳକୃଷ୍ଣପୁର ଅତିକ୍ରମ କରୁଥିବା ବେଳେ ଟ୍ରେନ ଆଗକୁ ଆସି ଯୁବକ ଜଣକ ଡେଇଁ ପଡ଼ିଥିଲେ। ଘଟଣା ଘଟିବା ପରେ ଦୀର୍ଘ ୪୦ ମିନିଟ ଧରି ଛତ୍ରପୁର ବଡ଼ ଷ୍ଟେଶନ ନିକଟରେ ଏକ୍ସପ୍ରେସ ଅଟକି ରହିଥିଲା। ଯାହା ଫଳରେ ଦୀର୍ଘ ସମୟ ଧରି ରେଳ ଫାଟକ ପଡି ରହିଥିଲା। ଫାଟକ ବନ୍ଦ ରହିଥିବାରୁ ଦୁଇ ପାର୍ଶ୍ୱରେ ବହୁ ଗାଡି ଅଟକି ରହିଥିଲା। ୪୦ ମିନଟ ପରେ ଟ୍ରେନ ଛାଡିଥିଲା। ଅପରପକ୍ଷେ ଖବର ଲେଖା ଯିବା ସୁଦ୍ଧା ରେଳ ଧାରଣାରେ ମୃତଦେହ ପଡ଼ି ରହିଥିବା ଦେଖାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

ବାଣପୁରରେ ଭିଡ଼ ହିଂସା: ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ୨ ଗିରଫ, ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ

ଖୋର୍ଦ୍ଧା, ୩୦।୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ରାୟଗଡ଼ାର ଇନ୍ଦିରାଗୁଡ଼ା ପରେ ଏବେ ବାଣପୁରରେ ଭିଡ଼ ହିଂସାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି।…

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା…

ଲୋମହର୍ଷଣକାରୀ ହତ୍ୟା, ଲୁଟ୍ ଘଟଣା: ହତ୍ୟାକାରୀଙ୍କ ଗାଡି ଦୁର୍ଘଟଣା, ଯେ ପାଞ୍ଚେ ପରର ମନ୍ଦ ତା ମନ୍ଦ…

ସୁନ୍ଦରଗଡ଼, ୩୦।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାରେ ଘଟିଥିବା ଏକ ଲୋମହର୍ଷଣକାରୀ ହତ୍ୟା ଓ ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଏନେଇ ମଙ୍ଗଳବାର ସୁନ୍ଦରଗଡ଼…

‘ମୋଦିଙ୍କୁ ଫୋନ କର, ସେ ଉଠି ସାରିଥିବେ’,ଟ୍ରମ୍ପଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସକାଳ ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ । ଏହା ଶୁଣି ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଧୀରଜ ସେଠ ଆଗାମୀ ସ୍ଥଳସେନା ମୁଖ୍ୟ: ଉପେନ୍ଦ୍ରଙ୍କ ନେବେ ସ୍ଥାନ

ନୂଆଦିଲ୍ଲୀ,୩୦।୬: କଶ୍ମୀରରେ ଆତଙ୍କବାଦୀଙ୍କ ହୃଦୟରେ ଆତଙ୍କ ସୃଷ୍ଟି କରିଥିବା ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠ ଆଗାମୀ ସ୍ଥଳସେନା ମୁଖ୍ୟ ଭୂମିକା ଗ୍ରହଣ କରିବାକୁ ଯାଉଛନ୍ତି। ସେ ଜେନେରାଲ…

ଟଙ୍କା କାରବାରକୁ କେନ୍ଦ୍ର କରି ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ: ହାତ, ଗୋଡ଼କୁ ହାଣିଲେ….

ଭୁବନେଶ୍ୱର,୩୦।୬: ରାଜଧାନୀ ଭୁବନେଶ୍ୱରର ଲିଙ୍ଗରାଜ ଥାନା ଅଞ୍ଚଳରେ ଟଙ୍କା କାରବାରକୁ କେନ୍ଦ୍ରକରି ଜଣେ ଯୁବକଙ୍କ ଉପରେ ମାରଣାନ୍ତକ ଆକ୍ରମଣ ଘଟିଛି। ମୂଳାପଡ଼ିଆ ନିକଟରେ କିଛି ଦୁର୍ବୃତ୍ତ ଧାରୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri