ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି । ଏକ ମାତ୍ର ରୋଜଗାରିଆ ଗାଣ୍ଡୁ ଅସୁସ୍ଥ ହେବା ପରଠାରୁ ଘୋର ଆର୍ଥିକ ଅନଟନରେ ଥିବା ଖବରପାଇ ହୁମା ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ ସହାୟତାର ହାତ ବଢାଇଛନ୍ତି। ଯୁବ ସମିତି ମେମ୍ବର ତଥା ଭାଜପା ଯୁବନେତା ଧ୍ରୁବ ନିଜ ଦରମାରୁ କିଛି ଅର୍ଥ ଗାଣ୍ଡୁଙ୍କ ପରିବାରକୁ ପ୍ରଦାନ କରିଛନ୍ତି । ହୁମା ଅଞ୍ଚଳର ଯୁବ ସଂଗଠକ ପ୍ରଶାନ୍ତ ପରିଡା, ହେମନ୍ତ ମାଳି ଏବଂ ମାଧବ ପଲାଇ ପ୍ରମୁଖ ଉପସ୍ଥିତ ଥିଲେ । ଯୁବ ସମିତି ସଭ୍ୟ ପଲାଇଙ୍କ ଏହିଭଳି ସହଯୋଗକୁ ପ୍ରଶଂସା କରାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri