‘ଧରିତ୍ରୀ’ ପକ୍ଷରୁ ଆରମ୍ଭ ହେଲା ୟୁଥ୍‌ କନ୍‌କ୍ଲେଭ୍‌

ଭୁବନେଶ୍ୱର,୨୪ା୧୧: ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏକ ନିଆରା ପ୍ରଚେଷ୍ଟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନକୁ ନେଇ ଶୁକ୍ରବାର ରେଳ ସଦନଠାରେ ‘ଧରିତ୍ରୀ’ ପକ୍ଷରୁ ୟୁଥ୍‌ କନ୍‌କ୍ଲେଭ୍‌ ଆରମ୍ଭ ହୋଇଛି।

ରାଜ୍ୟର ଯୁବପିଢ଼ିଙ୍କ ମଧ୍ୟରେ ଜଳବାୟୁ ପରିବର୍ତ୍ତନ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସଚେତନତା କରିବା ପାଇଁ  ‘ୟୁଥ୍‌ କନ୍‌କ୍ଲେଭ୍‌’ର ତୃତୀୟ ସଂସ୍କରଣ ଅନୁଷ୍ଠିତ ହୋଇଛି।  ଏହି ୟୁଥ୍‌ କନ୍‌କ୍ଲେଭ୍‌ରେ ରାଜ୍ୟ ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଯୁବ ପରିବେଶବିତ୍‌ମାନେ ଯୋଗଦେଇ ସେମାନଙ୍କର ବକ୍ତବ୍ୟ ରଖିଛନ୍ତି।

ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ଅତିଥିମାନେ ଯୋଗ ଦେଇଥିବା ବେଳେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟର ସମ୍ପାଦକ ତଥାଗତ ସତପଥୀ, ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri