Posted inଜାତୀୟ

ଯୁବ କଂଗ୍ରେସ ଅଧ୍ୟକ୍ଷ ଶ୍ରୀନିବାସଙ୍କ ବଢୁଛି ଅଡୁଆ

ବେଙ୍ଗାଲୁରୁ,୨୯।୪: ଯୁବ କଂଗ୍ରେସ ଅଧ୍ୟକ୍ଷ ଶ୍ରୀନିବାସ ବି.ଭିଙ୍କ ମୁସ୍କିଲ ବଢିବାରେ ଲାଗିଛି। ଆସାମ ଯୁବ କଂଗ୍ରେସ ଅଧ୍ୟକ୍ଷା ଅଙ୍ଗକିତା ଦତ୍ତା ଯୁବ କଂଗ୍ରେସ ଅଧ୍ୟକ୍ଷ ଶ୍ରୀନିବାସ ବି.ଭିଙ୍କ ବିରୋଧରେ ର୍ଦୁବ୍ୟବହାର କରିଥିବା ନେଇ ଅଭିଯୋଗ ଆଣିଥିଲେ। ଅନ୍ୟପକ୍ଷେ ଶ୍ରୀନିବାସ ବି.ଭିଙ୍କ ଜାମିନ ଆବେଦନକୁ ବେଙ୍ଗାଲୁରୁର ଏକ କୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ଆସାମ ପୋଲିସ ଏହି ମାମଲାରରେ ପଚରାଉଚରା ପାଇଁ ଶ୍ରୀନିବାସଙ୍କୁ ମେ ୨ରେ ହାଜର ହେବାକୁ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୨୬ ଏମ୍‌ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା…

ପୁରୁଣା ଗାଡ଼ି ପାଇଁ ଫେରିପାରେ E10 ପେଟ୍ରୋଲ! ଚିନ୍ତା ଦୂର କରିବାକୁ ମୁଖ୍ୟ ଆର୍ଥିକ ପରାମର୍ଶଦାତାଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ,୧୮।୮: ବର୍ତ୍ତମାନ ଫ୍ଲେକ୍ସ ଫ୍ୟୁଏଲ ବା ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ବିଭିନ୍ନ ସ୍ତରରେ ବିବାଦ ମୁଣ୍ଡ ଟେକିଛି। ଏହି କିସମର ଇନ୍ଧନ ବ୍ୟବହାର ଦ୍ୱାରା ମାଇଲେଜ୍‌…

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ବାଂଲାଦେଶର ନାଲିଆଖି

ଆସନ୍ତା ସେପ୍ଟେମ୍ବର ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି । ୧୧ ରାଷ୍ଟ୍ର…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri