ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ

ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ କଂଗ୍ରେସ। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ଉଦ୍ୟମ ବେଳେ ଅଣ୍ଡାମାଡ଼ ହୋଇଛି। ଏହି ସମୟରେ ଯୁବ କଂଗ୍ରେସ କର୍ମୀଙ୍କୁ ପୋଲିସ ଅଧାବାଟରେ ଅଟକାଇଛି।

Dharitri – Odisha’s No.1 Odia Daily

 

Share