ବାଇକ୍‌ ଦୁର୍ଘଟଣାରେ ଯୁବକ ଗୁରୁତର

ମୋରଡ଼ା,୨୩ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ମାକୁନ୍ଦ ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଗ୍ରସ୍ତ ହେବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ ବେତନଟୀ ଥାନା ଅଧୀନ ସଂଶା ଅଞ୍ଚଳର ରାଜାରାମ ମହାନ୍ତ (୨୫)। ଏକ ନୂତନ ବାଇକ୍‌ରେ ସେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସି ପଡ଼ିଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବରପାଇ ଦମକଳ କେନ୍ଦ୍ର କର୍ମଚାରୀ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷରୁ ଚିହ୍ନୁଥିଲେ ଜଡ଼ିବୁଟି

କେନ୍ଦୁଝର, ୩ା୩ (ସ୍ବ.ପ୍ର.): ପିଲା ଦିନରୁ ମାତ୍ର ୭ ବର୍ଷ ବୟସରୁ ବାପାଙ୍କ ସହିତ ଜଡିବୁଟି ଚିକିତ୍ସା କରି ଆଜି ନିଜକୁ ପ୍ରତିଷ୍ଠିତ କରିଛନ୍ତି ବୈଦ୍ୟ...

ସମଲେଇ ମନ୍ଦିର ସାନିଟାଇଜ୍‌ କରିବାକୁ ପୂଜକଙ୍କ ଦାବି

ସମ୍ବଲପୁର, ୨।୪ (ବ୍ୟୁରୋ)-କରୋନା ଭୂତାଣୁ ଯୋଗୁଁ ଦୋକାନ, ବଜାର, ରାସ୍ତା ସେନିଟାଇଜ କରାଯାଉଛି। ସମ୍ବଲପୁରର ଇଷ୍ଟଦେବୀ ସମଲେଇ ମନ୍ଦିରକୁ ମଧ୍ୟ କରୋନା କଟକଣା ପୂର୍ବରୁ ରାଜ୍ୟ...

ଦରମା ମିଳୁନି, କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଅନୁଗୋଳ ଅଫିସ୍‌, ୮।୭ ଦୀର୍ଘ ୧୮ ମାସ ହେଲା ଦରମା ପାଇ ନ ଥିବା ଅନୁଗୋଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ର କର୍ମଚାରୀ ଦିଗାମ୍ବର ନାଏକ...

ଶ୍ରୀମନ୍ଦିରରେ ହେଲା ଦିବା ପହୁଡ଼: ଦିନରେ ୨ ଘଣ୍ଟା ୧୦ ମିନିଟ୍‌ ଶୋଇଲେ ଠାକୁର

ପୁରୀ ଅଫିସ, ୨୦ା୧୦: ଶ୍ରୀମନ୍ଦିରରେ ଶନିବାର ନିର୍ଘଣ୍ଟ ସମୟରେ ନୀତି ଅନୁଷ୍ଠିତ ହୋଇ ଠାକୁରଙ୍କ ଦିବା ପହୁଡ଼ ସମ୍ପନ୍ନ ହୋଇଛି। ଅପରାହ୍ନ ୩ଟା ୩୫ରେ ପହୁଡ଼...

ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ: ନିଶା ନିବାରଣ, ପରିବେଶ ସୁରକ୍ଷା ନେଇ ସଚେତନତା ରାଲି

କର୍ଲାମୁଣ୍ଡା,୨।୧୦(ଡି.ଏନ.ଏ.) – କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜିବ ଗାନ୍ଧୀ ସେବାକେନ୍ଦ୍ରଠାରେ ମଙ୍ଗଳବାର ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ବରିଷ୍ଠ...

ଜମି ଅନୁମୋଦନ ପ୍ରକ୍ରିୟା ଆଉ ପାଦେ ବଢ଼ିଲା

ବଲାଙ୍ଗୀର ଅଫିସ, ୬ା୧୨: ୭୭ ବର୍ଷ ପୁରୁଣା ପଶ୍ଚିମ ଓଡ଼ିଶାର ସର୍ବପୁରାତନ ଉଚ୍ଚ ଶିକ୍ଷାନୁଷ୍ଠାନ ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ଇଞ୍ଚେ ଜମିର ମାଲିକାନା ସ୍ବତ୍ୱ...

ମହୋତ୍ସବ ଦ୍ୱିତୀୟ ଦିବସ ଚିଲିକାରେ ଭାସିଲା ସାଧବ ପୁଅଙ୍କ ବୋଇତ

ବାଲୁଗାଁ,୧୩ା୧୧(ଡି.ଏନ.ଏ.): ଚିଲିକାର ଐତିହ୍ୟ ଓ ନୌବାଣିଜ୍ୟ ପରମ୍ପରା ଉଜ୍ଜୀବିତ ଉଦ୍ଦେଶ୍ୟରେ ମଙ୍ଗଳବାର ବାଲୁଗାଁ ଚିଲିକା ତଟଦେଶରେ ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ା...

କ୍ବାରାଣ୍ଟାଇନ୍‌ରେ ଥିବା ଲୋକଙ୍କୁ ଟ୍ରାକିଂ କରିବ ସ୍ବାସ୍ଥ୍ୟ ଆପ୍‌

ବ୍ରହ୍ମପୁର ଅଫିସ,୪ା୫-କ୍ବାରାଣ୍ଟାଇନ୍‌ରେ ଥିବା ଲୋକଙ୍କୁ ଏଣିକି ଟ୍ରାକିଂ କରିବ ସ୍ବାସ୍ଥ୍ୟ ଆପ୍‌ ା ବାହାରୁ ଆସି ହୋମ୍‌ କ୍ବାରାଣ୍ଟାଇନ୍‌ ଓ ଇନ୍‌ଷ୍ଟିଚ୍ୟୁସ୍‌ନାଲ କ୍ବାରାଣ୍ଟାଇନ୍‌ରେ ଥିବା ପ୍ରବାସୀ...

Advertisement
Archives

Model This Week