ଟ୍ରେନ୍‌ରେ କଟିଗଲେ ଯୁବକ, ରେଳଧାରଣାରେ ୨ ଗଡ଼ ହୋଇ ପଡ଼ିଛି ମୃତଦେହ

କେସିଙ୍ଗା,୫ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ଓ୍ବାର୍ଡ ନଂ ୬ ଏମ୍‌ଇ ସ୍କୁଲପଡ଼ାର ନେପାଳ ମାଝୀ(୨୦) ନାମକ ଜଣେ ଯୁବକ ଟ୍ରେନ୍‌ରେ କଟି ସୋମବାର ସକାଳେ ମୃତ୍ୟୁବରଣ କରିଛନ୍ତି । ସମ୍ବଲପୁର ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ରେଳ ଷ୍ଟେଶନରୁ ୧ କିମି ଦୂରରେ ଟ୍ରେନ୍‌ରେ କଟି ୨ ଗଡ଼ ହୋଇଯାଇଛି ନୋପାଳଙ୍କ ମୃତଦେହ। ବର୍ତ୍ତମାନ ସୁଦ୍ଧା ଟିଟିଲାଗଡ଼ ରେଲଓ୍ବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। କାହିଁକି ଯୁବକ ଜଣକଙ୍କର ମୃତ୍ୟୁ ଘଟିଛି ତାହାର ତଦନ୍ତ ଆରମ୍ଭ କରିଛି। ଟିଟିଲାଗଡ଼ ରେଲଓ୍ବେ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିବାବେଳେ ପରିବାର ଲୋକେ ମଧ୍ୟ  ପହଞ୍ଚିଛନ୍ତି।
ଏ ସଂକ୍ରାନ୍ତରେ ଏଏସ୍‌ଆଇ କେ.ବି.ଶ୍ରୀନିବାସ ରାଓଙ୍କୁ ପଚାରିବାରୁ ତଦନ୍ତ ଚାଲିଛି। ମୃତଦେହ ବ୍ୟବଚ୍ଛେଦ ପରେ ପ୍ରକୃତ କଥା ଜଣାପଡ଼ିବ ବୋଲି ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଓଡ଼ିଶାରେ ଏସ୍‌ଆଇଆର୍‌: ସାମାନ୍ୟ ତ୍ରୁଟି ଥିଲେ…

ଭୁବନେଶ୍ୱର,୩୦।୫ (ସୁନିତ୍‌ ମିଶ୍ର): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌)-୨୦୨୬ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ଜୁନ୍‌ ୨୮ ପର୍ଯ୍ୟନ୍ତ ବିଏଲ୍‌ଓମାନେ ଘରକୁ ଘର…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri