ବାର୍‌ରେ ମଦ ପିଇବା ସମୟରେ ହେଲା ଝଗଡ଼ା, ରାଗରେ ଜଣଙ୍କ ଗୁପ୍ତାଙ୍ଗ କାମୁଡ଼ିଦେଲେ ଅନ୍ୟ ଜଣେ

ଥିରୁଭାନନ୍ତପୁରମ୍‌,୮।୨: କେରଳର ଏକ ବାର୍‌ରେ ଅଜବ ଘଟଣା ଘଟିଛି। ଜଣେ ଯୁବକ ଆଉ ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ କାମୁଡ଼ି ଦେଇଛନ୍ତି। ପୋଲିସ ସୂଚନା ଅନୁଯାୟୀ, ଏହି ଘଟଣା କୁନ୍ନାଥୁରରେ ଘଟିଛି। ଏଠାରେ ଥିବା ବାର୍‌ ମଧ୍ୟକୁ ଜଣେ ୨୮ ବର୍ଷୀୟ ଯୁବକ ମଦ ପିଇବାକୁ ଆସିଥିଲେ। କୌଣସି କାରଣକୁ ନେଇ ଆଉ ଜଣେ ବ୍ୟକ୍ତିଙ୍କ ସହ ତାଙ୍କର ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଯୁବକ ଜଣକ ଅନ୍ୟ ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ରାଗରେ କାମୁଡ଼ି ଦେଇଥିଲେ। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ବାର୍‌କୁ ୨୮ ବର୍ଷୀୟ ସରିଫ୍‌ ଏକ କାର୍‌ରେ ଆସିଥିବା ବେଳେ ପୂର୍ବରୁ ପାର୍କିଂ ହୋଇଥିବା ସୁଲେମାନଙ୍କ କାର୍‌ ସହ ଧକ୍କା ହୋଇଥିଲା। ଏହା ପରେ ଦୁହିଁଙ୍କ ମଧ୍ୟରେ ଝଗଡ଼ା ଆରମ୍ଭ ହୋଇଥିଲା। ଏଥିରେ ସରିଫ୍‌ କ୍ରୋଧିତ ହୋଇ ସୁଲେମାନଙ୍କ ଗୁପ୍ତାଙ୍ଗକୁ କାମୁଡ଼ି ଦେଇଥିଲେ। ଉପସ୍ଥିତ ଲୋକେ ସରିଫଙ୍କୁ କାବୁ କରି ପୋଲିସ ଜିମା ଦେଇଥିବା ବେଳେ ସୁଲେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri