ଟ୍ରକ୍‌ ପଛରେ ପିଟିହେଲା ସ୍କୁଟି: ଚାଲିଗଲା ଚାଳକଙ୍କ ଜୀବନ

ନାଚୁଣୀ, ୨୫।୭(ଦିଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ହରିପୁର ଛକ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକ ପ୍ରାଣ ହରାଇଛନ୍ତି। ମୃତକ ହେଲେ ସୋରଣ ଗ୍ରାମ ହରିଜନ ସାହିର ପହଲା ନାୟକଙ୍କ ପୁଅ କାହ୍ନା ନାୟକ(୨୨ ) ।
ନାଚୁଣୀ ପୋଲିସ ସୂଚନା ମୁତାବକ, କାହ୍ନା ବାଲୁଗାଁରୁ ଏକ ସ୍କୁଟି ଯୋଗେ ଗାଁକୁ ଫେରୁଥିବା ବେଳେ ନାଚୁଣୀ ହରିପୁର ଛକ ପେଟ୍ରୋଲ ପମ୍ପ ନିକଟରେ ଛିଡା ହୋଇଥିବା ଏକ ମାଲ୍‌ ବୋଝେଇ ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲେ। ଫଳରେ ସେ ସ୍କୁଟିରୁ ଛିଟିକି ପଡିଥିଲେ। କାହ୍ନାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା।
ଖବର ପାଇ ପୋଲିସ ଓ ସ୍ଥାନୀୟ ଜନସାଧାରଣ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଟାଙ୍ଗୀ ମେଡିକାଲ ନେଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ବର୍ତ୍ତମାନ ନାଚୁଣୀ ପୋଲିସ ମୃତଦେହ ଜବତ କରିଛି। ଏନେଇ ପୋଲିସ ଏକ ମାମଲା(ନଂ.୧୬୮/୨୩) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି…

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri