ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ ଯୁବକଙ୍କ ଅକାଳ ବିୟୋଗ ହୋଇଛି । ମୃତକ ହେଲେ ମାଣ୍ଡୋସିଲ ଗ୍ରାମର ଗିରିଶ ଚନ୍ଦ୍ର ରଣା (୪୫) ।

ସୂଚନା ଅନୁସାରେ ଗିରୀଶ ଚନ୍ଦ୍ର ରଣା (୪୫) ମଙ୍ଗଳବାର ସକାଳ ଭୋର ୫ଟାରେ ପାଇଖାନାକୁ ଯାଇଥିଲେ । ସେଠାରେ ପାଇଖାନାର କାନ୍ଥ ଭୁଶୁଡି ପଡିବାରୁ ସେ ଚାପି ହୋଇଯାଇଥିଲେ । ସେ ଆସିବାର ବିଳମ୍ବ ହେବାରୁ ପରିବାର ଲୋକେ ଖୋଜା ଖୋଜି କରିଥିଲେ । ତାଙ୍କୁ ପାଇବା ବେଳକୁ ପାଇଖାନା କାନ୍ଥ ଭୁଶୁଡି ପଡି ଗିରିଶ ଚାପି ହୋଇଥିବା ଦେଖିବାକୁ ପାଇଥିଲେ । ପରିବାରବର୍ଗ ତାଙ୍କୁ ଉଦ୍ଧାର କରି ନୂଆପଡ଼ା ସରକାରୀ ଡାକ୍ତରଖାନାକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ତବେ ତାଙ୍କ ମୃତ୍ୟୁ ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ପରିବାର ଲୋକେ ତାଙ୍କର ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri