ବାଇକ ଦୁର୍ଘଟଣାରେ ଯୁବକ ମୃତ, କାରଣ ଅସ୍ପଷ୍ଟ

କୋକସରା,୨୦।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜାତୀୟ ରାଜପଥ ୨୬ କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ କାଉଡୋଳା ଧାନ ମଣ୍ଡି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଲଡୁଗାଁ ଗ୍ରାମର ନିରୋଜ ଦାସଙ୍କ ପୁଅ ମନୋରଞ୍ଜନ ଦାସ (୩୨) ବୋଲି ଜଣାପଡିଛି।

ଖବର ପାଇ ଘଟଣାସ୍ଥଳରେ ଆମପାଣି ପୁଲିସ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ତେବେ ଯୁବକ କେମିତି ଦୁର୍ଘଟଣା ହେଲେ ସେ ନେଇ କାରଣ ଅସ୍ପଷ୍ଟ ରହିଛି। ନିକଟରେ ଧାନ ମଣ୍ଡି ଥିବା ସତ୍ତ୍ୱେ ମଧ୍ୟ କୌଣସି ସଠିକ ସୂଚନା ମିଳିପାରି ପାରିନାହିଁ। ଯୁବକ ଲଡୁଗାଁରୁ କୋକସରା ଆସୁଥିବା ବେଳେ ଦୁର୍ଘଟଣା ଘଟିଥିଲା।

ଘଟଣାସ୍ଥଳରେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ ସମେତ ମୃତ ଯୁବକଙ୍କ ପରିଜନ ପହଞ୍ଚିଥିଲେ।ପରେ ଆମପାଣି ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନାକୁ ପଠାଇ ଏକ ଦୁର୍ଘଟଣା ଜନିତ ମାମଲା ରୁଜୁ କରି ତଦନ୍ତ ଜାରି ରହିଥିବା ନେଇ ସୂଚନା ମିଳିଛି। ଯୁବକଙ୍କ ଅକାଳ ବିୟୋଗରେ ପରିବାର ଦୁଖଃରେ ଭାଙ୍ଗି ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗ୍‌ଉଟାନଙ୍କ ସ୍ବାସ୍ଥ୍ୟକୁ ନେଇ ବଡ଼ ଅପଡେଟ୍; ୩ ରକ୍ତହୀନତାରେ ପୀଡ଼ିତ

ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍‌ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ…

ପ୍ରଶଂସା ସାଉଁଟିଛନ୍ତି ପୁରୁଷୋତ୍ତମପୁର ସବ୍‌ଇନ୍ସପେକ୍ଟର , ତାଙ୍କର କାର୍ଯ୍ୟଦକ୍ଷତାକୁ ନେଇ ଆଜି…

ପୁରୁଷୋତ୍ତମପୁର,୧୭ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପକ୍ଷରୁ ସିନିୟର ସବଇନ୍ସପେକ୍ଟର ସୁଶାନ୍ତ କୁମାର ମିଶ୍ରଙ୍କ ବଦଳି ଅବସରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏସ୍‌ଆଇ…

ପୁରୀର ଖଜା ଦୋକାନରେ ଚଢ଼ାଉ, ଗୁଣବତ୍ତା ସହ ଲାଇସେନ୍ସ ଯାଞ୍ଚ

ପୁରୀ, ୧୭।୯( ଅଜିତ୍ କୁମାର ମହାନ୍ତି ): ନିମ୍ନମାନର ଓ ଭେଜାଲ ଖଜା ବିକ୍ରି ନେଇ ଆସୁଥିବା ଅଭିଯୋଗକୁ ଆଧାର କରି ପୁରୀ ସହରର ବିଭିନ୍ନ ଖଜା…

ପୂଜା ମଣ୍ଡପରେ ପୂର୍ବତନ ବିଧାୟକ, ଯୁବଗୋଷ୍ଠୀଙ୍କୁ ଭେଟି…

ଗଞ୍ଜାମ,୧୭ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସାହିରେ ଧୂମ୍‌ଧାମରେ ଚାଲିଛି ଅଗ୍ର୍ୟ ପୂଜ୍ୟ ଗଜାନନଙ୍କ ପୂଜା। ଆକର୍ଷଣୀୟ ମେଢ଼ ଅତ୍ୟାଧୁନିକ ଆଲୋକ ମାଳାରେ ସହର ଝଲସି ଉଠୁଛି।…

ହୃଦ୍‌ଘାତରେ ଚାଲିଗଲା ପୂର୍ବତନ ସରପଞ୍ଚଙ୍କ ଜୀବନ

ଭବାନୀପାଟଣା,୧୭ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ରାଜପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିବ ପ୍ରସାଦ ଭୋଇ (୬୩)ଙ୍କ ବୁଧବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ନିଜ…

ଝଡ଼ବାତ୍ୟାକୁ ରୋକିବ ଲୁଣା ହେନ୍ତାଳ ଜଙ୍ଗଲ, ୧୯୯୯ ମହାବାତ୍ୟାରେ…

ମହାକାଳପଡ଼ା,୧୭ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗର ଉପକୂଳ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟ ଅଞ୍ଚଳ ଭାବେ ଜଣାଶୁଣା। ଏହି ଉପକୂଳବର୍ତ୍ତୀ ନଦୀ ସମୁଦ୍ର ଧାରେ ଧାରେ ପ୍ରାକୃତିକ…

ଫୁଲ ତୋଳିବାକୁ ଯାଇଥିଲେ ଆଦିତ୍ୟ, ଛାତରୁ ଖସି ଚାଲିଗଲା ଜୀବନ

ନୀଳଗିରି,୧୭।୯(ପ୍ରଶାନ୍ତ କୁମାର ବିଶ୍ବାଳ): ପୂଜା ପାଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ଘଟିଗଲା ଏକ ବଡ ଅଘଟଣ । ଛାତ ଉପରୁ ଖସିପଡ଼ି ଚାଲିଗଲା ଜୀବନ। ବାଲେଶ୍ୱର…

ପିଏମ ମୋଦିଙ୍କ ଜନ୍ମଦିନରେ ରାହୁଲଙ୍କ ଶୁଭେଚ୍ଛା, ବିଜୟ କହିଲେ- ମଜବୁତ ଭାରତ ପାଇଁ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ବିଭିନ୍ନ ରାଜନୈତିକ ନେତାଙ୍କ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ୍ସରେ ପୋଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?