ରଙ୍ଗ ଖେଳି ମହାନଦୀକୁ ଗାଧୋଇବାକୁ ଯାଇ ଭାସିଗଲେ

କଟକ ସଦର,୧୯।୩(ଡି.ଏନ୍‌.ଏ): ହୋଲିରେ ଅଘଟଣ। ମହାନଦୀରେ ବୁଡ଼ିଯାଇ ଯୁବକ ମୃତ। ମୃତକ ହେଲେ କଟକ ସଦର ବ୍ଲକ ଅନ୍ତର୍ଗତ ଦେଓପୂର ଗ୍ରାମର ଅଭିଜିତ ବାରିକ(୨୪)। ଶନିବାର ଅପରାହ୍ନରେ ରଙ୍ଗ ଖେଳି ଗାଧୋଇବା ପାଇଁ ଯାଇଥିଲାବେଳେ ଅଭିଜିତ ପାଣିରେ ଭାସିଯାଇଥିଲେ। ସ୍ଥାନୀୟ ଲୋକମାନେ ତାଙ୍କୁ ଉଦ୍ଧାର କରି କଟକ ବଡ଼ ଡାକ୍ତଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ହେଲେ ୪ ଲୁଟେରା: ୫ ବାଇକ୍‌ ସହ ଟଙ୍କା ଜବତ

ଭଦ୍ରକ ଅଫିସ,୨୨।୭: ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ୨ଟି ମାମଲାରେ ୪ଜଣ ଲୁଟେରାଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୫ ଚୋରି ବାଇକ୍‌ ଓ ନଗଦ ଟଙ୍କା...

କରୋନା ଭୂତାଣୁ ମୁକାବିଲା ପାଇଁ ବିଶୋଧକ ସ୍ପ୍ରେ

ଗଞ୍ଜାମ,୨ା୪(ଡି.ଏନ୍‌.ଏ.): କରୋନା ଭୂତାଣୁର ମୁକାବିଲା ପାଇଁ ସ୍ଥାନୀୟ ଏକ କମ୍ପାନୀ ପକ୍ଷରୁ ଗଞ୍ଜାମ ଜିଲା ଛତ୍ରପୁର ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସହାୟତାରେ ବିଶୋଧକ (ସୋଡିୟମ ହାଇପୋ...

ପ୍ରସ୍ତାବିତ ସିଆର୍‌ପିଏଫ୍‌ କ୍ୟାମ୍ପକୁ ଗ୍ରାମବାସୀଙ୍କ ବିରୋଧ

ବାଲିଗୁଡ଼ା,୩ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍‌ଏସି ନୂଆସାହି ଅନ୍ତର୍ଗତ ଡୁମାସ୍କା ପଦରରେ ପ୍ରସ୍ତାବିତ ସିଆର୍‌ପିଏଫ୍‌ କ୍ୟାମ୍ପକୁ ନୂଆସାହି ଗ୍ରାମ୍ୟ କମିଟିର ତିନୋଟି ଓ୍ବାର୍ଡବାସୀ ବିରୋଧ କରିଛନ୍ତି।...

ପାଣି ପାଇଁ ଗରା, ବାଲ୍‌ଟି ଧରି ବିକ୍ଷୋଭ

ଖଇରା,୨୨।୬(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ବାଉଁଶଗଡ଼ିଆ ପଞ୍ଚାୟତ ୩ନଂ ଓ୍ବାର୍ଡ କୋହ୍ଲସାହିରେ ପାନୀୟ ଜଳ ଯୋଗାଣର ସ୍ଥାୟୀ ବ୍ୟବସ୍ଥା ନ ହେବା ପ୍ରତିବାଦରେ ବିକ୍ଷୋଭ...

ସୁପ୍ରିମକୋର୍ଟ କଟକଣା: ମନ୍ଦିର ବେଢ଼ା ଭିତରେ ହେଲା ପହଣ୍ଡି, ଭକ୍ତଙ୍କୁ ବାରଣ

ମାଲକାନଗିରି,୨୩।୬(ଡି.ଏନ.ଏ): ସୁପ୍ରିମକୋର୍ଟଙ୍କ  ନିର୍ଦ୍ଦେଶ ଓ ରାଜ୍ୟ ସରକାରଙ୍କ କଟକଣାକୁ କଡ଼ାକଡ଼ି ଭାବେ ପାଳନ କରି ମାଲକାନଗିରିରେ ଘୋଷଯାତ୍ରା ପାଳିତ ହୋଇଯାଇଛି ା ଜିଲା ସଦର ମହକୁମାସ୍ଥିତ...

୪୦ ଭରି ସୁନା ଅଳଙ୍କାର ଲୁଟେରା ଗ୍ୟାଙ୍ଗକୁ ଧରିଲା ପୋଲିସ

କୋକସରା,୧।୩: କଳାହାଣ୍ଡି ଜିଲା କୋକସରା ଥାନା ମୋଟେର ଫାଣ୍ଡି ଅଧୀନ ମୋଟେର ଗ୍ରାମର ଶାନ୍ତିନଗରପଡାରେ ରହୁଥିବା ଶିକ୍ଷକ ଯଯାତି ପାଟ୍ଟଯୋଷୀଙ୍କ ଘରୁ ଗତ ଡିସେମ୍ବର ୨୫...

ଗାଡ଼ି ଚୋରି ବେଳେ ମାଡ଼ିବସିଲେ

ଢେଙ୍କାନାଳ ଅଫିସ, ୨୪।୮: ଢେଙ୍କାନାଳ ସହର ୫ନଂ. ୱାର୍ଡ ବସ୍‌ଷ୍ଟାଣ୍ଡ ଅମଲାପଡ଼ା ଅଞ୍ଚଳରୁ ମଙ୍ଗଳବାର ରାତି ପ୍ରାୟ ୮ଟାରେ ବୋଲେରୋ ଚୋରି ଉଦ୍ୟମ କରୁଥିବା ଜଣେ...

ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି: ଶିକ୍ଷକଙ୍କ ବିରୋଧରେ ମାମଲା

ପାଟଣା, ୨।୬( ସ୍ବ. ପ୍ର.): ଚାକିରିରେ ଜାଲ ବିଏଡ୍‌ ସାର୍ଟିଫିକେଟ ଦେଇ ସରକାରୀ ଚାକିରି ହାତେଇ ଥିବା ଜଣେ ପ୍ରଧାନଶିକ୍ଷକଙ୍କୁ ହରଡ଼ଘଣାରେ ପଡିବାକୁ ପଡିଛି। ଉକ୍ତ ପ୍ରଧାନ...

Advertisement
Archives

Model This Week