ଭୋଜି କରିବା ହେଲା କାଳ: ଡ୍ୟାମରେ ଭାସିଗଲେ ଯୁବକ, ଖୋଜୁଛି ଅଗ୍ନିଶମ ବିଭାଗ

ବଲାଙ୍ଗୀର,୨।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋୟର ସୁକତେଲ ଡ଼୍ୟାମରେ ରବିବାର ଏକ ଅଘଟଣ ଘଟିଛି। ଯୁବକ ଜଣକ ଡ଼୍ୟାମରେ ଗାଧୋଇବା ବେଳେ ଭାସି ଯାଇ ନିଖୋଜ ଥିବା ଜଣାପଡିଛି ।

ମିଳିଥିବା ସୂଚନା ମୁତାବକ, ଡ଼୍ୟାମକୁ ଭୋଜି କରିବାକୁ ବର୍ତ୍ତମାନ ଲୋକଙ୍କ ଭିଡ଼ ଜମୁଛି। ଏହି ପରିପ୍ରେକ୍ଷୀରେ କିଛି ଯୁବକ ଡ୍ୟାମକୁ ଭୋଜି କରିବାକୁ ଆସିଥିଲେ। ସେତିକିବେଳେ ସେମାନଙ୍କ ମଧ୍ୟରୁ ଜଣେ ଯୁବକ ଡ଼୍ୟାମ ତଳ ପଟେ ଥିବା ପୋଲ ନିକଟରେ ଗାଧୋଉଥିଲେ। ଏହି ସମୟରେ ଯୁବକ ଜଣକ ଭାସିଯାଇଥିବା ଯୁବକମାନେ କହିଛନ୍ତି ।

ଖବର ପାଇ ଅଗ୍ନିଶମ ବିଭାଗର ଏକ ଟିମ ମାଗୁରବେଡାରେ ପହଞ୍ଚି ସୁକତେଲ ଡ଼୍ୟାମରେ ଖୋଜାଖୋଜି ଆରମ୍ଭ କରିଥିଲେ। ବର୍ତ୍ତମାନ ସୁଦ୍ଧା ଯୁବକଙ୍କ କୌଣସି ପତ୍ତା ମିଳିପାରି ନାହିଁ। ଯୁବକ ଜଣକ ଜଗତସିଂହପୁର ଅଞ୍ଚଳର ବୋଲି ଆଲୋଚନା ହେଉଛି । ଅନ୍ୟପଷକ୍ଷ ରାତି ହୋଇଯିବାରୁ ଅଗ୍ନିଶମ ବିଭାଗ ଖୋଜିବା ବନ୍ଦ କରିଛି। ସୋମବାର ସକାଳୁ ପୁଣି ଖୋଜାଯିବ ବୋଲି ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧି ବିସ୍ଫୋଟ

ବିଜ୍ଞାନ ଦୃଷ୍ଟିରେ ୨୦୨୬କୁ ଏକ ଗୁରୁତ୍ୱପୂର୍ଣ୍ଣ ଦୃଷ୍ଟିକୋଣରେ ଦଣ୍ଡାୟମାନ ଥିବାର ଦେଖିବାକୁ ମିଳିଛି। ଏଆଇ ନାମରେ କୃତ୍ରିମ ବୁଦ୍ଧିମତ୍ତା ସମଗ୍ର ବିଶ୍ୱକୁ ବଦଳାଇ ଦେବାର ସାମର୍ଥ୍ୟ...

ବିଡିଓଙ୍କୁ ଶକ୍ତ ଚାପୁଡା ମାରିଥିଲେ ହେମନାଥ, ବାନ୍ଧିଲା ପୋଲିସ

ନୂଆପଡ଼ା,୨୦ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ବ୍ଲକ ବିଡିଓ ରୋହିତ ଭୋଇଙ୍କୁ ସୋମବାର ଜଣେ ଯୁବକ ମାଡ଼ ମାରିଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଏ...

ଜଳବାୟୁ ବିପଦ ସୂଚକାଙ୍କ ଚେତାବନୀ

ସମ୍ପ୍ରତି ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ବିପଦପୂର୍ଣ୍ଣ ସ୍ତରରେ ପହଞ୍ଚିଛି। ଏହାଦ୍ବାରା ଅନେକ ଅଞ୍ଚଳରେ ଜନସାଧାରଣ ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ଏହାର...

ଶନିଙ୍କ ଗୋଚର ପରେ ଖୋଲିବ ୩ ରାଶିର ଭାଗ୍ୟ, ମିଳିପାରେ ଚାକିରି

ଆଜି ମଙ୍ଗଳବାର, ମାଘ ମାସର ଶୁକ୍ଳ ପକ୍ଷର ଦ୍ୱିତୀୟ ଦିନ। ଦ୍ୱିତୀୟ ତିଥି  ସକାଳ ୨ଟା୪୩ ପର୍ଯ୍ୟନ୍ତ ରହିବ। ସିଦ୍ଧି ଯୋଗ ରାତି ୮ଟା୦୧ ପର୍ଯ୍ୟନ୍ତ...

ବାବୁଙ୍କ ଦକ୍ଷତା ମାପିବେ ସରକାର: ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା

ଭୁବନେଶ୍ୱର,୨୦।୧ (ରବିନାରାୟଣ ଜେନା):ରାଜ୍ୟବାସୀଙ୍କୁ କିଭଳି ହାତ ପାଆନ୍ତାରେ ରାଜସ୍ବ ସେବା ମିଳିବ ତାକୁ ନେଇ ଗତ ୧୮ମାସ ମଧ୍ୟରେ ରାଜସ୍ବ ବିଭାଗ ପକ୍ଷରୁ ନିର୍ଦ୍ଦିଷ୍ଟ ସମୟସୀମା...

କଳଙ୍କ, କନ୍ଦଳରୁ କେବେ ମୁକୁଳିବ କଂଗ୍ରେସ

ଭୁବନେଶ୍ୱର, ୨୦|୧ (ରବିନାରାୟଣ ଜେନା):  ରାଜ୍ୟରେ ଗୋଟିଏ ପରେ ଗୋଟିଏ ସାଧାରଣ ନିର୍ବାଚନ, ରାଜ୍ୟ ସଭା ନିର୍ବାଚନ, ଉପନିର୍ବାଚନ ଓ ଅନ୍ୟାନ୍ୟ ନିର୍ବାଚନ ଯାଉଛି ଏବଂ...

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri