ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି ଗ୍ରାମର ଶିବରାମ ସାମନ୍ତରା(୩୫) । ସୋମବାର ପୂର୍ବାହ୍ନ ପ୍ରାୟ ସାଢେ ୮ ଟାରେ ଶିବରାମ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ ।

ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କ ସନ୍ଧାନ ମିଳିନଥିଲା। ଏନେଇ ଦମକଳ କେନ୍ଦ୍ରକୁ ଖବର ଦିଆଯାଇଥିଲା। ଅଗ୍ନିଶମ ବାହିନୀ ପୋଖରୀରେ ପହଞ୍ଚି ଖୋଜାଖୋଜି କରିବା ପରେ ତାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ହେଲେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଏନେଇ ଏତଲା ହେବାପରେ ଦିଗପହଣ୍ଡି ଥାନା ଆଇଆଇସି କିଶୋର କୁମାର ସାମଲ ଅପମୃତ୍ୟୁ ମାମଲା ରୁଜୁ କରିଥିଲେ। ପୋଲିସ ଟିମ୍ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ବ୍ୟବଚ୍ଛେଦ କରାଯିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଅପରାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ: ଗ୍ରାମସଭାରେ ଅଧିକାର ପାଇଁ ଉଠିଲା ଦାବି

କର୍ଲାମୁଣ୍ଡା,୨୮।୯(ପ୍ରଦୀପ କୁମାର ସାହୁ): ଦିବ୍ୟାଙ୍ଗ ଜନ ଅଧିକାର ଆଇନ, ୨୦୧୬ ପ୍ରଣୟନର ଦଶ ବର୍ଷ ପୂର୍ତ୍ତି ହୋଇଥିଲେ ମଧ୍ୟ ଗ୍ରାମସଭାଗୁଡ଼ିକରେ ଦିବ୍ୟାଙ୍ଗଜନଙ୍କ ଅଧିକାର ଓ ସରକାରୀ ସୁବିଧା…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?