ସାଙ୍ଗମାନଙ୍କ ସହ ଗାଧୋଇବାକୁ ଯାଇଥିଲେ, ଶିବଗଙ୍ଗା ପୁଷ୍କରିଣୀରେ ବୁଡ଼ି ଚାଲିଗଲା ଯୁବକଙ୍କ ଜୀବନ

ଧୂଷୁରୀ, ୨୫।୫ (ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଆଖଣ୍ଡଳମଣି ପୀଠ ଆରଡିରେ ଥିବା ଶିବଗଙ୍ଗା ପୁଷ୍କରିଣୀରେ ରବିବାର ଏକ ଅଘଟଣ ଘଟିଛି। ପୁଷ୍କରିଣୀରେ ଗାଧୋଉଥିବା ବେଳେ ଗୋଡ଼ ଖସିଯାଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଧାମନଗର ଥାନା ଅଧୀନ ସୋହଡା ଗ୍ରାମର ଦେବବ୍ରତ ମିଶ୍ର (୨୧)।

ସୂଚନାନୁଯାୟୀ, ଦେବବ୍ରତ ତାଙ୍କର ୩ ସାଙ୍ଗଙ୍କ ସହିତ ସକାଳ ୬.୩୦ରେ ପୁଷ୍କରିଣୀକୁ ଗାଧୋଇବାକୁ ଯାଇଥିଲେ। ହେଲେ ଗୋଡ ଖସିଯିବାରୁ ତାଙ୍କର ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ଭଦ୍ରକ ସ୍ବୟଂ ଶାସିତ ମହା ବିଦ୍ୟାଳୟରେ ଯୁକ୍ତ ୩ ଦ୍ବିତୀୟ ବର୍ଷ ବିସିଏର ଛାତ୍ର ଥିଲେ । ଆରଡି ଫାଣ୍ଡି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ମୃତ୍ୟୁ ସମ୍ପର୍କରେ ଅଧିକ ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri