ନକଲି ଫେସବୁକ୍‌ ଆଇଡି ଖୋଲି କଲେଜ ଛାତ୍ରୀଙ୍କ ନାମରେ ଅଶ୍ଳୀଳ ପୋଷ୍ଟ, ଜେଲ୍‌ ଗଲେ ଯୁବକ

ଆଳି,୨୮ା୯ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଆୟତପୁର ଗ୍ରାମର ଶଶିକାନ୍ତ ମଲ୍ଲିକ ନାମକ ଜଣେ ଯୁବକ ନକଲି ଫେସବୁକ୍‌ ଆଇଡି ଖୋଲି ଜଣେ କଲେଜ ଛାତ୍ରୀଙ୍କ ନାମରେ ଅଶ୍ଳୀଳ ବାର୍ତ୍ତା ପୋଷ୍ଟ କରୁଥିଲେ । ଏ ସଂକ୍ରାନ୍ତରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା(ନଂ.୨୫୩/୨୩)ରୁଜୁ କରି ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ହେଲେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବାରିମୂଳ ଜେଲକୁ ପଠାଇ ଦିଆଯାଇଛି । ଏହି ଘଟଣାରେ ପୋଲିସ ଆଇଟି ସେଲ୍‌ର ସହାୟତା ନେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?