ଯୁବପିଢ଼ି ଫାଷ୍ଟ୍‌ଫୁଡ୍‌ ମୁହାଁ, ହଜି ଯାଉଛି ପାରମ୍ପରିକ ଖାଦ୍ୟ

ଭଞ୍ଜନଗର,୧୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମିଶନ ଶକ୍ତି ଭବନରେ ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ମଧ୍ୟରେ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାକୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାର ଲକ୍ଷ୍ୟ ସମ୍ପର୍କରେ ବିଧାୟକ ନାୟକ କହିଥିଲେ। ବର୍ତ୍ତମାନର ଯୁବପିଢ଼ିକୁ ଆଧୁନିକ (ଫାଷ୍ଟ ଫୁଡ) ଭଳି ଖାଦ୍ୟ ବେଶୀ ପସନ୍ଦ। ତେଣୁ ପାରମ୍ପରିକ ଖାଦ୍ୟର ଚାହିଦା କମୁଛି। କିନ୍ତୁ ଫାଷ୍ଟ ଫୁଡ୍‌ ସୱାସ୍ଥ୍ୟ ପାଇଁ ବହୁତ ଖରାପ। ତେଣୁ ପାରମ୍ପରିକ ଖାଦ୍ୟ ଉପରେ ସରକାର ବର୍ତ୍ତମାନ ଅଧିକ ପ୍ରଚାର ପ୍ରସାର ଉପରେ ଗୁରୁତ୍ୱ ଦେଉଛନ୍ତି। କାରଣ ପାରମ୍ପରିକ ଖାଦ୍ୟ ସାସ୍ଥ୍ୟ ପାଇଁ ହିତକର। ତେଣୁ ଇତିମଧ୍ୟରେ ଧିରେ ଧିରେ ପାରମ୍ପରିକ ଖାଦ୍ୟ ପ୍ରତି ଲୋକଙ୍କ ଆଗ୍ରହ ବଢୁଥିବା ଅନ୍ୟ ବକ୍ତାମାନେ କହିଥିଲେ। ସଭାରେ ଅନ୍ୟମାନଙ୍କ ମଧ୍ୟରେ ବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ, ସିଡିପିଓ ମିଲିମା କୁମାରୀ ପଣ୍ଡା, ଜିଲା ପରିଷଦ ଏମ୍‌ପି ପ୍ରତିନିଧି ଶିବଶଙ୍କର ପ୍ରଧାନ, ସରପଞ୍ଚ ପ୍ରତିନିଧି ସୁବାସ ବରାଡ଼, ବ୍ଲକ ସହକାରୀ ଯନ୍ତ୍ରୀ ନିତ୍ୟାନନ୍ଦ ପାତ୍ର, ଅବସରପ୍ରାପ୍ତ ତହସିଲଦାର ପ୍ରମୋଦ ଦଳବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀ ଏବଂ ମହିଳାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri