ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ ମୁଣ୍ଡା। ତାଙ୍କ ଗୋଡ଼ ଏବଂ ପିଠିରେ ଗଭୀର ଆଘାତ ଲାଗିଛି l

ବିକ୍ରମ ବିଶାଖାପାଟଣାରେ ଶ୍ରମିକ ଭାବେ କାମ କରନ୍ତି। ଘରେ କୌଣସି କାମ ପଡ଼ିବାରୁ ସେଠାରୁ ସେ ଟ୍ରେନରେ ଭୁବନେଶ୍ୱର ଫେରୁଥିଲେ l ଛତ୍ରପୁର ନିକଟରେ ସେ ହଠାତ୍‌ ଟ୍ରେନରୁ ଡେଇଁ ପଡିଥିଲେ। ସ୍ଥାନୀୟ ବାସିନ୍ଦା ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସରେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି l ଖବରପାଇ ରେଲଓ୍ବେ ପୋଲିସ ମେଡିକାଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

ବାଣପୁରରେ ଭିଡ଼ ହିଂସା: ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ୨ ଗିରଫ, ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ

ଖୋର୍ଦ୍ଧା, ୩୦।୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ରାୟଗଡ଼ାର ଇନ୍ଦିରାଗୁଡ଼ା ପରେ ଏବେ ବାଣପୁରରେ ଭିଡ଼ ହିଂସାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି।…

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା…

ଲୋମହର୍ଷଣକାରୀ ହତ୍ୟା, ଲୁଟ୍ ଘଟଣା: ହତ୍ୟାକାରୀଙ୍କ ଗାଡି ଦୁର୍ଘଟଣା, ଯେ ପାଞ୍ଚେ ପରର ମନ୍ଦ ତା ମନ୍ଦ…

ସୁନ୍ଦରଗଡ଼, ୩୦।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାରେ ଘଟିଥିବା ଏକ ଲୋମହର୍ଷଣକାରୀ ହତ୍ୟା ଓ ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଏନେଇ ମଙ୍ଗଳବାର ସୁନ୍ଦରଗଡ଼…

‘ମୋଦିଙ୍କୁ ଫୋନ କର, ସେ ଉଠି ସାରିଥିବେ’,ଟ୍ରମ୍ପଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସକାଳ ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ । ଏହା ଶୁଣି ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri