୧୧ ଜଣଙ୍କୁ ହତ୍ୟା କଲେ ଯୁବକ

ସେଟିଞ୍ଜେ,୧୩ା୮: ଦକ୍ଷିଣପୂର୍ବ ୟୁରୋପୀୟ ରାଷ୍ଟ୍ର ମୋଣ୍ଟେନେଗ୍ରୋରେ ପାରିବାରିକ ବିବାଦକୁ କେନ୍ଦ୍ରକରି ଜଣେ ଯୁବକ ୧୧ ଜଣଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ସମୟରେ ପୋଲିସ ତାଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲା। ସେତିକିବେଳେ ପୋଲିସ ଓ ଯୁବକଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ପୋଲିସର ଗୁଳିରେ ୩୪ ବର୍ଷୀୟ ଉକ୍ତ ବନ୍ଧୁକଧାରୀ ଯୁବକ ନିହତ ହୋଇଛନ୍ତି। ସୂଚନାଯୋଗ୍ୟ, ରାଜଧାନୀ ସେଟିଞ୍ଜେ ନିକଟସ୍ଥ ମେଡୋଭିନାରେ ପର୍ଯ୍ୟଟକଙ୍କ ଭିଡ଼ ଜମିଥିବା ବେଳେ ସମ୍ପୃକ୍ତ ଯୁବକ ଜଣକ ରାସ୍ତାରେ ଯାଉଥିବା ଲୋକଙ୍କ ଉପରକୁ ଆଖିବୁଜା ଗୁଳି ଚଳାଇଥିଲେ। ଏଥିରେ ପୋଲିସ ସମେତ ୬ଜଣ ଆହତ ହୋଇଥିବା ବେଳେ ୧୧ଜଣଙ୍କ ମୃତ୍ୟୁ ଘଟିଛି। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ବୈଦେଶିକ ମନ୍ତ୍ରଣାଳୟର ବଡ଼ ବୟାନ; ବ୍ଲେମ୍ ଗେମ୍ ଖେଳୁଛି ଆମେରିକା, ଆଉ ଆଲୋଚନା ପାଇଁ…

ତେହରାନ,୨୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ଥମିବାର କୌଣସି ସଙ୍କେତ ଦେଖାଯାଉ ନାହିଁ । ଏହାରି ଭିତରେ ଇରାନ ସ୍ପଷ୍ଟ ଭାବରେ କହିଛି ଯେ ବର୍ତ୍ତମାନ ଆମେରିକା…

ମୋତେ ଭାରତ ପକ୍ଷରୁ ଖେଳିବାକୁ ମିଳିଥିଲା ଅଫର୍‌: ସାଂଘାତିକ ଖୁଲାସା କଲେ ରଶିଦ ଖାନ

ନୂଆଦିଲ୍ଲୀ,୨୦।୪: ଆଫଗାନିସ୍ତାନର ଅଲରାଉଣ୍ଡର ରଶିଦ ଖାନ କ୍ରିକେଟ ଜଗତରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ତାଙ୍କୁ ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ସ୍ପିନରମାନଙ୍କ ମଧ୍ୟରୁ…

ମିଳିଲା ଅଗ୍ନିବୀରଙ୍କ ମୃତଦେହ, ଉଚ୍ଚସ୍ତରୀୟ ତଦନ୍ତ ଦାବି କଲେ ବାପା

ବାଲୁଗାଁ,୨୦।୪: ଖୋଦ୍ଧା ଜିଲା INS ଚିଲିକାରେ ପୁଣି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସୋମବାର ଜଣେ ଅଗ୍ନିବୀରଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

ଯୁବକଙ୍କୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ, ରାସ୍ତାକଡ଼ରେ ଝିଟ୍‌କି ହୋଇପଡିଥିବା ଗୁରୁତର ଆହତଙ୍କୁ ଡ୍ରାଇଭର…

ମୋହନା,୨୦।୪ ( ମନ୍ମଥ ମିଶ୍ର ) : ରାୟଗଡା ଠାରୁ ରୋଗୀଙ୍କୁ ନେଇ ବ୍ରହ୍ମପୁର ଯିବା ସମୟରେ ବିରିକୋଟ ନିକଟସ୍ଥ ଶିବ ମନ୍ଦିର ନିକଟରେ ଯୁବକକୁ ଧକ୍କା…

ଜଳବାୟୁ ପରିବର୍ତ୍ତନ ଦେଖି ଚାଷ କାର୍ଯ୍ୟ କର: ଚାଷୀଙ୍କୁ ଆହ୍ବାନ ଦେଲେ ମନ୍ତ୍ରୀ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ସୋମବାର ଅକ୍ଷୟ ତୃତୀୟା ଅବସରରେ ଜିଲାସ୍ତରୀୟ କୃଷକ ଦିବସ ପାଳିତ ହୋଇଯାଇଛି। ଏଥିରେ ବାଣିଜ୍ୟ ଓ…

ହବିବନଗର ବେଆଇନ କରତକଳ ଉପରେ ଚଢ଼ାଉ, ୩ ଲକ୍ଷରୁ ଉର୍ଦ୍ଧ୍ବ କାଠ…

ଧାମନଗର,୨୦।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଏନଏସି ଅଧିନ ହବିବନଗର ଠାରେ ଦୀର୍ଘ ଦିନ ଧରି ଚାଲି ଆସୁଥିବା ବେଆଇନ କରତକଳ ଉପରେ ସୋମବାର ଧାମନଗର ବନ ବିଭାଗ ଚଢ଼ାଉ…

ଏହି ଯୁବତୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ଭ୍ଲାଦିମିର ପୁଟିନ: ବିଶ୍ୱରେ ପଡ଼ିଗଲା ଚହଳ

ମସ୍କୋ,୨୦।୪:ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରୁଷିଆରେ ତାଙ୍କ ବିରୋଧୀ ଏବଂ ସମାଲୋଚକମାନଙ୍କୁ ଆଗକୁ ବଢିବାକୁ ହେବାକୁ ଦିଅନ୍ତି ନାହିଁ। ପୁଟିନଙ୍କ ବିରୋଧରେ କହୁଥିବା ରାଜନେତା ଏବଂ ସାଧାରଣ ନାଗରିକମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri