ଦୃତଗତିରେ ଆସି ଯୁବକଙ୍କ ଉପରକୁ ମାଡ଼ିଗଲା ପିକଅପ୍‌ ଭ୍ୟାନ୍‌, ଆଉ ତା’ପରେ..

ଗଞ୍ଜାମ,୧୯ା୧୦(ଅଖିଳ ତରାଇ): ୧୬ ନମ୍ବର ଜାତୀୟ ରାଜପଥ ହୁମ୍ମା ଖଜୁରିଆପଲ୍ଲୀ ଛକ ନିକଟରେ ରବିବାର ଏକ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ନରେନ୍ଦ୍ର ବାଲି ଗ୍ରାମର ରାମଚନ୍ଦ୍ର ମହାରଣା।

ସୂଚନାନୁଯାୟୀ, ରାମଚନ୍ଦ୍ର ହୁମ୍ମା ହାଟରୁ କିଛି ଜିନିଷ କିଣି ଫେରୁଥିବା ସମୟରେ ଖଜୁରିଆପଲ୍ଲୀ ଛକରେ ବସ୍‌ ଅପେକ୍ଷା କରୁଥିଲେ। ହଠାତ୍‌ ଏକ ଦୃତଗାମୀ ପିକଅପ୍‌ ଭ୍ୟାନ୍‌ ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ପରେ ପିକଅପ୍‌ ଭ୍ୟାନ୍‌ ଚାଳକ ଗାଡ଼ି ନେଇ ଫେରାର ହୋଇଛନ୍ତି। ଖବର ପାଇ ହୁମ୍ମା ଫାଣ୍ଡି ଅଧିକାରୀ ସତ୍ୟ ବେଣିଆ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ। ମୃତକଙ୍କ ପରିବାରକୁ ସୂଚନା ଦିଆଯାଇଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ପାଇଁ ଛତ୍ରପୁର ପଠାଯାଇଛି। ପୋଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି ଏବଂ ଫେରାର ଚାଳକକୁ ଖୋଜିବା ପାଇଁ ପ୍ରୟାସ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?