Posted inଜାତୀୟ

କୋର୍ଟ କ୍ୟାମ୍ପସ୍‌ ନିକଟରେ ଯୁବକଙ୍କୁ ହତ୍ୟା

କୋଏମ୍ବାଟୁର,୧୩।୨: ତାମିଲନାଡୁର କୋଏମ୍ବାଟୁର କୋର୍ଟ କ୍ୟାମ୍ପସ୍‌ ନିକଟରେ ଜଣେ ୨୪ ବର୍ଷୀୟ ଯୁବକଙ୍କୁ ସୋମବାର ଅପରାହ୍ନରେ ହତ୍ୟା କରାଯାଇଛି। ଏକ ଅଜଣା ଗ୍ୟାଙ୍ଗ ତାଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି। ଏହାକୁ ନେଇ କୋଏମ୍ବାଟୁର ସହର ମଧ୍ୟଭାଗରେ ଥିବା ଗୋପାଳପୁରମ୍‌ ଅଞ୍ଚଳରେ ଉତ୍ତେଜନା ଲାଗିରହିଛି। ଜି. ଗୋକୁଳ ନାମକ ଯୁବକ ଜଣକ ଏକ ହତ୍ୟା ମାମଲା ଶୁଣାଣି ପାଇଁ କୋର୍ଟରେ ହାଜର ହେବାକୁ ଆସୁଥିବା ବେଳେ ତାଙ୍କ ଫାଟକଠାରୁ ଅଳ୍ପ କେତେମିଟର ଦୂରରେ ହତ୍ୟା କରାଯାଇଥିଲା। ଆକ୍ରମଣକାରୀମାନେ ମାସ୍କ ପିନ୍ଧିଥିବାରୁ ସେମାନଙ୍କୁ ଚିହ୍ନଟ କରାଯାଇପାରି ନାହିଁ। ଗୋକୁଳଙ୍କୁ ବଞ୍ଚାଇବା ପାଇଁ ଉଦ୍ୟମ କରିଥିବା ତାଙ୍କ ବନ୍ଧୁ ମନୋଜ ଗୁରୁତର ଆହତ ହୋଇ କୋଏମ୍ବାଟୁର ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅନ୍ୟପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri