ସାମାନ୍ୟ ବଚସାରୁ ଯୁବକଙ୍କୁ ହତ୍ୟା

ଭବାନୀପାଟଣା,୮ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଘୋଡ଼ାଘାଟ ଛକ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ଭବାନୀପାଟଣା ସହର ବିବିସି ପଡ଼ାର ସତ୍ୟନାରାୟଣ ରାୟ ବୋଲି ଜଣାପଡ଼ିଛି।
ମିଳିଥିବା ସୂଚନାନୁଯାୟୀ, ଭବାନୀପାଟଣା ଘୋଡ଼ାଘାଟ ଛକ ନିକଟରେ କିଛି ଯୁବକଙ୍କ ସହ ବିଳମ୍ବିତ ରାତିରେ କୌଣସି କାରଣ ବଶତଃ ବଚସା ହୋଇଥିଲା। ପରବର୍ତ୍ତୀ ସମୟରେ ଏହା ହତ୍ୟାକାଣ୍ଡର ରୂପ ନେଇଥିଲା। ଖବର ପାଇ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

ଶେଷରେ ନରମ ପଡ଼ିଲେ ଟ୍ରମ୍ପ: କହିଲେ, ମୁଁ ଆଉ ଚାହୁଁନାହିଁ…

ଓ୍ବାଶିଂଟନ୍‌,୧୯।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଟେନ୍‌ସନ୍‌ରେ ଅଛନ୍ତି। ସେ ଇରାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ତେହରାନ କତାରର ତରଳ ପ୍ରାକୃତିକ ଗ୍ୟାସ…

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ଜଙ୍ଗଲ ନିଆଁ ରୋକିବା ପାଇଁ ସାଇକେଲ ରାଲି: କଣ୍ଟେଇପଲ୍ଲୀ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି

ଭଞ୍ଜନଗର,୧୯।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri