ଭାଜପାରୁ ଦୁଇଥର ବିଜୟ ପରେ ଶଙ୍ଖ ଧରିଲେ ପୂର୍ବତନ କାଉନସିଲର

ଭଦ୍ରକ ଅଫିସ,୪।୩: ପଞ୍ଚାୟତ ନିର୍ବାଚନ ଭଳି ପୌର ନିର୍ବାଚନ ପୂର୍ବରୁ ବିଜେଡି ପକ୍ଷରୁ ଆରମ୍ଭ ହୋଇଛି ମହାମିଶ୍ରଣ ପର୍ବ। ଭାଜପା ଛାଡ଼ି ବିଜେଡିରେ ମିଶିଛନ୍ତି ଯୁବନେତା ତଥା ଭଦ୍ରକ ପୌରପାଳିକାର ପୂର୍ବତନ କାଉନସିଲର ଘାଉଲି ଜେନା। ପ୍ରତିକୂଳ ପରିସ୍ଥିତିରେ ସେ ଭଦ୍ରକ ପୌରପାଳିକାର ୧୬ ଏବଂ ୬ ନଂ. ୱାର୍ଡରେ ଦୁଇଥର ଭାଜପା କାଉନସିଲର ଭାବେ ନିର୍ବାଚିତ ହୋଇ ନିଜର ପାରିବା ପଣିଆ ଜାହିର କରି ଆସୁଥିଲେ। ବୁଧବାର ବିଧାୟକ ସଞ୍ଜୀବ କୁମାର ମଲ୍ଲିକଙ୍କ ବାସଭବନରେ ନିଜର ଶତାଧିକ ସମର୍ଥକଙ୍କ ସହ ସେ ବିଜେଡିରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶଟ୍‌ଡାଉନ୍‌ କଟକଣା ଉଲ୍ଲଂଘନ: ମାସ୍କ ନ ପିନ୍ଧି ଦେଲେ ୬୩ ହଜାର ଟଙ୍କା ଜରିମାନା

ବ୍ରହ୍ମପୁର ଅଫିସ,୧୫।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର...

ବର୍ଷା ସାଙ୍ଗକୁ କୁଆପଥର ମାଡ଼

ଅମ୍ବାଭୋନା,୨୮।୧୨(ଡି.ଏନ.ଏ): ବରଗଡ଼ ଜିଲା ଅମ୍ବାଭେନା ବ୍ଲକରେ ମଙ୍ଗଳବାର ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି । ଏଥିରେ ଚାଷୀଙ୍କ ଅମଳ ଧାନ ପ୍ରଭାବିତ ହୋଇଛି ।...

କନ୍ଧମାଳରେ ପାସ୍‌ ହାର ୬୦.୪୪%

ଫୁଲବାଣୀ ଅଫିସ, ୨୦ା୮- କନ୍ଧମାଳ ଜିଲାରେ ଯୁକ୍ତ ୨ ବାଣିଜ୍ୟରେ ପାସ୍‌ହାର ରହିଛି ୬୦.୪୪ ପ୍ରତିଶତ। ଜିଲାରେ ମୋଟ ୨୨୫ ଜଣ ପରୀକ୍ଷା ଦେଇଥିବା ବେଳେ...

ଆନ୍ଧ୍ରରେ ବନ୍ଧା ୨ ହଜାର ବଣ୍ଡା

ମାଲକାନଗିରି,୨୭।୧୦: ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟିରେ ରହୁଛନ୍ତି ବଣ୍ଡା ଆଦିବାସୀ। ଏହି ଆଦିମ ଜନଜାତିଙ୍କ ଜୀବନମାନରେ ଉନ୍ନତି ଆଣିବା ପାଇଁ ସରକାରୀ ଓ ଘରୋଇ...

ଇଙ୍କ୍‌ଫେଷ୍ଟ ପଞ୍ଚମ ସନ୍ଧ୍ୟାର ଚତୁର୍ଥ କଥାଚକ୍ର: ବୟନ ଶିଳ୍ପ ଦେଇଛି ପରିଚୟ, ରୋଜଗାର

ସୋନପୁର,୨୧।୧(ନି.ପ୍ର.) – ବୟନ ଶିଳ୍ପ ହିଁ ସୁବର୍ଣ୍ଣପୁର ଜିଲାକୁ ଦେଶ ବିଦେଶରେ ପରିଚିତ କରିଛି। ଏଠାକାର କୁଶଳୀ ବୁଣାକାର ହସ୍ତତନ୍ତ ଓ ବୟନ କଳାକୁ ବିଶ୍ୱସ୍ତରରେ...

ତାଗିଦ ସତ୍ତ୍ୱେ ମାନୁନି ଇସ୍କନ: ମଥୁରାରେ ଅଦିନିଆ ରଥଯାତ୍ରା ନେଇ ଚର୍ଚ୍ଚା

ପୁରୀ ଅଫିସ,୫।୩: ବାରମ୍ବାର ତାଗିଦ ସତ୍ତ୍ୱେ ମାନୁନାହିଁ ଇସ୍କନ। ପୂର୍ବରୁ ମୁମ୍ବାଇ ଶିବାଜୀ ପାର୍କରେ ଅଦିନିଆ ରଥଯାତ୍ରା କରି ବିବାଦୀୟ ହୋଇପଡିଥିବା ଇସ୍କନ ଏବେ ନାମ...

୫ କେଜି ସୁନା, ୧୧.୫୫ ଲକ୍ଷ ଟଙ୍କା ଜବତ

ରାସୋଳ, ୧୮।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାସୋଳ ବଜାର ନିକଟରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଡକାୟତି ଘଟଣାର ରହସ୍ୟ ଉନ୍ମୋଚିତ ହୋଇଛି। ଦୀର୍ଘ...

ଏ ବର୍ଷ ହେବନି ଯାତ୍ରା, ମିନାବଜାର

କୋଣାର୍କ,୨୭।୧୧(ଡି.ଏନ୍‌.ଏ.): ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ରାଜ୍ୟ ପର୍ଯ୍ୟଟନ ବିଭାଗ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ, ଓଟିଡିସିର ମିଳିତ ଆନୁକୂଲ୍ୟରେ କୋଣାର୍କସ୍ଥିତ ମୁକ୍ତାକାଶ ରଙ୍ଗମଞ୍ଚରେ ଶାସ୍ତ୍ରୀୟ...

Advertisement
Archives

Model This Week