ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ ଭାବେ ହତ୍ୟା କରାଯାଇଛି । ହତ୍ୟାର ଶୀକାର ହୋଇଥିବା ବ୍ୟକ୍ତିଙ୍କ ନାମ ହେଉଛି ମହାଦେବ ପ୍ରଧାନ।

ସଦର ପୋଲିସ ଏ ନେଇ ପୂର୍ବାହ୍ନ ୧୧.୧୫ ପାଖାପାଖି ସମୟରେ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚିବା ସହ ଏହି ଜଘନ୍ୟ ହତ୍ୟାକାଣ୍ଡରେ ସଂପୃକ୍ତି ଥିବା ସନ୍ଦେହରେ ପୋଲିସ ଚାରି ଜଣଙ୍କ ଥାନାରେ ଆଣି ଅଟକ ରଖିଛି । ତେବେ ଘଟଣା ସ୍ଥଳରେ ସଦର ଏସଡିପିଓ ନିର୍ମଳ ମହାପାତ୍ର ନିଜେ ତଦନ୍ତ କରୁଛନ୍ତି । ହତ୍ୟାକାରୀମାନେ ନିଆଁ ଫୁଙ୍କନଳା, ଲାଠି ଓ ଛୁରୀ ସାହାଯ୍ୟରେ ଏହି ହତ୍ୟା କାଣ୍ଡ ଘଟାଇଛନ୍ତି । ତେବେ କେଉଁ କାରଣ ପାଇଁ ଏହି ହତ୍ୟାକାଣ୍ଡ ହେଲା ତାହା ଜଣାପଡିନଥିବା ବେଳେ ତଦନ୍ତ ଜାରି ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri