Posted inଜାତୀୟ

ଛାତିରେ ଗୁଳି ଖାଇ ଥାନାରେ ପହଞ୍ଚିଲେ ଯୁବକ, ପୋଲିସ ଦେଖିବା ପରେ..

ମୁଜାଫ୍ଫରନଗର,୩୧।୭: ଉତ୍ତରପ୍ରଦେଶର ମୁଜାଫ୍ଫରନଗରର ତିନାବୀ ଥାନାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଛାତିରେ ଗୁଳି ବାଜିଥିବା ଜଣେ ଯୁବକ ଥାନାରେ ପହଞ୍ଚିଯିବାରୁ ପୋଲିସ କର୍ମଚାରୀ ଚକିତ ହୋଇଯାଇଥିଲେ। ପରେ ଯୁବକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପୋଲିସ ଏଭଳି କାଣ୍ଡ ପଛରେ ଥିବା ଅପରାଧିଙ୍କୁ ଧରିବା ପାଇଁ ପ୍ରୟାସ ଆରମ୍ଭ କରିଛି।

ଉକ୍ତ ଥାନା ଅନ୍ତର୍ଗତ ହାଇଦରନଗର ମାର୍ଗରେ ମୋନୁ ଜଗିଂ କରୁଥିଲେ। ଏହି ସମୟରେ ବାଇକରେ ଆସୁଥିବା କିଛି ଯୁବକ ତାଙ୍କୁ ଗୁଳି କରି ଫେରାର ହୋଇଯାଇଥିଲେ। ଆହତ ହେବା ସତ୍ତ୍ୱେ ମୋନୁ ଦୌଡ଼ି ଦୌଡ଼ି ଥାନାରେ ପହଞ୍ଚିଥିଲେ। ଘଟଣା ସମ୍ପର୍କରେ ପୋଲିସକୁ ଜଣାଇଥିଲେ।

ହଠାତ ଯୁବକଙ୍କୁ ଏଭଳି ଅବସ୍ଥାରେ ଦେଖି କର୍ମଚାରୀ ଚମକି ପଡ଼ିଥିଲେ। ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଯୁବକଜଣଙ୍କର କିଛି ଦିନ ପୂର୍ବେ ଝଗଡ଼ା ହୋଇଥିଲା। ଏଥିପାଇଁ ତାଙ୍କୁ ଗୁଳି କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଡିଓ ଲୁହା ପୋଲ ଚୋରି ମାମଲାର ମାଷ୍ଟରମାଇଣ୍ଡ୍‌, ୨ ସରକାରୀ ଅଧିକାରୀଙ୍କ ସମେତ ୮ ଗିରଫ…

ରୋହତାସ, ୧୧।୪ : ବିହାରର ରୋହତାସ ଜିଲାରେ ହୋଇଥିବା ଲୁହା ପୋଲ ଚୋରି ମାମଲାରେ ୨ ସରକାରୀ ଅଧିକାରୀଙ୍କ ସମେତ ୮ ଜଣଙ୍କୁ ଗିରଫ କରାଯାଇଛି।...

ଦିଲ୍ଲୀରେ ବର୍ଷା ବିତ୍ପାତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀରେ ବୁଧବାର ସକାଳୁ ପ୍ରବଳ ବର୍ଷା ଜାରି ରହିଛି। ଏହି ବର୍ଷା ଆହୁରି ୪-୫ ଦିନ ଲାଗି ରହିବାର ସମ୍ଭାବନା ରହିଛି ବୋଲି...

ଆକ୍ରମଣ କଲେଣି ପାକିସ୍ତାନୀ ଝିଣ୍ଟିକା

ଜୟପୁର: ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଯିବା ପରେ ଜମ୍ମୁ-କଶ୍ମୀରକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚତ୍ଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ...

ଟୁଇଟର୍‌ରେ ରାଜ୍ୟପାଳଙ୍କୁ ବ୍ଲକ୍‌ କଲେ ମୁଖ୍ୟମନ୍ତ୍ରୀ

କୋଲକତା,୩୧।୧: ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖର ଏବଂ ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାରଙ୍କ ମଧ୍ୟରେ ତିକ୍ତତା ତୀବ୍ର ହୋଇଛି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟପାଳଙ୍କୁ...

ଭାରତରେ ଓମିକ୍ରନ୍‌ ଆତଙ୍କ, ୧୫ ଦିନରେ ଦକ୍ଷିଣ ଆଫ୍ରିକାରୁ ମୁମ୍ବାଇ ଆସିଛନ୍ତି ୧,୦୦୦ ଯାତ୍ରୀ…

ନୂଆଦିଲ୍ଲୀ,୩୦।୧୧: ପୃଥିବୀରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦକ୍ଷିଣ ଆଫ୍ରିକାର ଶ୍ୱାନେ ଇନଷ୍ଟିଚ୍ୟୁଟ୍‌ କରୋନାର ଦ୍ୱିତୀୟ ଏନ୍ତୁଡ଼ିଶାଳ ପାଲଟିଛି। ଏପରିସ୍ଥଳେ...

ଛୁଟି ପାଇଁ ଶିକ୍ଷକ ଲେଖିଲେ ଅଜବ ଦରଖାସ୍ତ: ଅଡୁଆରେ ଶିକ୍ଷା ବିଭାଗ

ପାଟନା,୨।୧୨: ବିହାରର ଏବେ ଶିକ୍ଷକମାନେ ଅଜବ ଢ଼ଙ୍ଗରେ ଦରଖାସ୍ତ ଲେଖି ଆକସ୍ମିକ ଛୁଟି ପାଇଁ ଆବେଦନ କରୁଛନ୍ତି। ବର୍ତ୍ତମାନ ଏହି ଛୁଟି ଆବେଦନ ସୋସିଆଲ ମିଡିଆରେ...

ଆଲୋଚନା ମୋତେ ପସନ୍ଦ, କେବେ କେବେ ଆଲୋଚନା କରୁଥିବା ଲୋକଙ୍କୁ ମୁଁ ମିସ୍ କରିଥାଏ: ମୋଦି

ନୂଆଦିଲ୍ଲୀ,୨ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ଏକ ମାଗାଜିନକୁ ଦେଇଥିବା ସାକ୍ଷାତ୍‌କାରରେ କହିଛନ୍ତି, ମୋତେ ଆଲୋଚନା ପସନ୍ଦ । ହେଲେ ଦୁର୍ଭାଗ୍ୟ ଯେ ଆଲୋଚନା...

ଜାତୀୟ ପ୍ରତୀକକୁ ବିକୃତ କରିଛି କେନ୍ଦ୍ର: ବିରୋଧୀ

ନୂଆଦିଲ୍ଲୀ, ୧୩।୭: ନୂଆ ପାର୍ଲାମେଣ୍ଟ ଭବନ ଛାତ ଉପରେ ତିଆରି ହୋଇଥିବା ଜାତୀୟ ପ୍ରତୀକ ଅଶୋକ ସ୍ତମ୍ଭର ସିଂହକୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନାବରଣ...

Advertisement
Archives

Model This Week