ବଜ୍ରାପାତରେ ଯୁବକ ଗୁରୁତର

ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ୍‌ ଛଣମେରି ପଞ୍ଚାୟତ ପେଣ୍ଡୁରାଖାଳି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରାପାତରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ବିଦେଶୀ ସେଠୀ। ବିଦେଶୀ ନିଜ ପରିବା ବାଡ଼କୁ ଯାଇଥିବା ବେଳେ ଅଚାନକ ଝଡବର୍ଷା ସହ ବଜ୍ରପାତ ହୋଇଥିଲା। ଘଟଣା ସ୍ଥଳରେ ବିଦେଶୀ ତଳେ ଟଳି ପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri