ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ: ଯୁବକ ବୁଡିଯାଇ ଗୁରୁତର

ଛତ୍ରପୁର, ୧୯।୫(ଦିଲ୍ଲୀପ ସାମଲ): ଗାଧୋଇବା ବେଳେ ଅଳ୍ପକେ ବର୍ତ୍ତିିଲେ ଯୁବକ। ସମୁଦ୍ରରେ ବୁଡି ଯାଉଥିବା ବେଳେ ରକ୍ଷାକଲେ ମତ୍ସ୍ୟଜୀବୀ ଓ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ପୋଲିସ।ଗୁରୁତର ଅବସ୍ଥାରେ ଛତ୍ରପୁର ମେଡିକାଲରେ ତାଙ୍କୁ ଭର୍ତ୍ତିି କରାଯାଇଛି। ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତର କରାଯାଇଥିବାବେଳେ ଯୁବକଙ୍କ ପରିଚୟ ମିଳିପାରିନାହିଁ ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?