ଦେହରେ ନିଆଁ ଲଗାଇ ଯୁବକଙ୍କ ମୃତ୍ୟୁ ମାମଲା: ନିଲମ୍ବିତ ହେଲେ ତହସିଲଦାର

ନୂଆପଡ଼ା ଅଫିସ,୧୭ା୩: ଜମି ବିକ୍ରି କରିବାକୁ ସହଯୋଗ ନ ମିଳିବାରୁ ନୂଆପଡ଼ା ସଦର ବ୍ଲକ ଜୋଙ୍କ ଥାନା ଆମସେନା ପଞ୍ଚାୟତ କଲ୍ୟାଣପୁର ଗ୍ରାମର ଜଗଦୀଶ ଚୌହାନ (୩୬) ସଦର ତହସିଲ କାର୍ଯ୍ୟାଳୟରେ ପେଟ୍ରୋଲ ଢାଳି ଦେହରେ ନିଅଁା ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ବୁର୍ଲା ବଡ଼ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଘଟଣା ପରେ ଜିଲା ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା କରିଥିବା ଅଭିଯୋଗରେ ନୂଆପଡ଼ା ସଦର ତହସିଲଦାର ଦେବେନ୍ଦ୍ର ରାଉତଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି। ଏନେଇ ନୂଆପଡ଼ା ଜିଲାପାଳ ହେମକାନ୍ତ ସାଏ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ସାଥୀ କ୍ରିୟାନୁଷ୍ଠାନ କମିଟିର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ନୂଆଗାଁ,୨୭।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ବ୍ଲକ ଗାଁ ସାଥୀ ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ତରଫରୁ ସୋମବାର ନୂଆଗାଁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି ।...

ଗରା, ବାଲ୍‌ଟି ରଖି ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ଧାରଣା

ପାଟଣା,୧୬ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ କଣ୍ଟିଆପଡ଼ା ପଞ୍ଚାୟତ ମଧୁବନ ସାହିରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଏ ନେଇ ସୋମବାର ପଞ୍ଚାୟତ କାର୍ଯ୍ୟାଳୟ...

ଏମ୍‌କେସିଜିରେ ଅକ୍ସିଜେନ୍‌ ଅଭାବ: ଗୁଜବ କହିଲେ ଜିଲାପାଳ

ଛତ୍ରପୁର,୩।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ହସ୍ପିଟାଲରେ ଅକ୍ସିଜେନ୍‌ ଅଭାବ ନେଇ ଭିଡିଓ ଭାଇରାଲ ହୋଇଥିଲା। ତେବେ ଅକ୍ସିଜେନ୍‌ର କୌଣସି ଅଭାବ ନ...

ଶ୍ରୀଲିଙ୍ଗରାଜଙ୍କ ଚନ୍ଦନଯାତ୍ରା ବନ୍ଦ

ପୁରୁଣା ଭୁବନେଶ୍ୱର,୨୫ା୪(ଡି.ଏନ.ଏ.): କରୋନା ସଂକ୍ରମଣକୁ ରୋକିବାକୁ ଲକ୍‌ଡାଉନ ଚାଲିଥିବାରୁ ଠାକୁରଙ୍କ କୌଣସି ବାହାର ନୀତି ଅନୁଷ୍ଠିତ ହୋଇପାରିବ ନାହିଁ। ଏଥିଲାଗି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ୨୨ ଦିନିଆ...

କଟକ, ଭୁବନେଶ୍ୱରରେ ୧୪୪ ଧାରା ଜାରି

ଭୁବନେଶ୍ୱର, ୧୭।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ନାଇଟ୍‌ କର୍ଫ୍ୟୁ ଆରମ୍ଭ ହୋଇଛି। ତେବେ ରାତ୍ରିକାଳୀନ କର୍ଫ୍ୟୁ ସମୟରେ କଟକ, ଭୁବନେଶ୍ୱରରେ ୧୪୪ ଧାରା...

କଟକ ସହରରୁ ୬୫ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨।୧୧-କଟକ ସହରରୁ ଆଜି ମୋଟ୍‌ ୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୩୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୨...

ମାଲିକଙ୍କ ସହ ବିଶ୍ୱାସ ଘାତକ କରି ବନ୍ଧାହେଲେ ଡ୍ରାଇଭର

ଚୌଦାର,୭।୧(ଡି.ଏନ୍‌.ଏ): ବିଶ୍ୱାସ ଘାତକ ସାଜିଲେ ଡ୍ରାଇଭର । ମାଲିକଙ୍କ ବିଶ୍ୱାସରେ ବିଷ ଦେଇ କଲେ ଲୁଟ୍‌ । ଶେଷରେ ଧରା ପଡ଼ି ଗଲେ ଜେଲ ।...

ନୂଆଗାଁ ବ୍ଲକରେ ସାମାଜିକ ସମୀକ୍ଷା ପ୍ରହସନ: ସହଯୋଗ କରୁନାହାନ୍ତି କର୍ମଚାରୀ

ନୂଆଗାଁ,୧ା୧୦(ଡି.ଏନ.ଏ.): ପ୍ରତି ଆର୍ଥତ୍କ ବର୍ଷରେ ପଞ୍ଚାୟତ ସମିତି, ଗ୍ରାମ ପଞ୍ଚାୟତ ଓ ଅନ୍ୟାନ୍ୟ ବିଭାଗ ଦ୍ୱାରା ବିଭିନ୍ନ ଯୋଜନାରେ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପ ଗୁଡିକ ସାମାଜିକ...

Advertisement
Archives

Model This Week