ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ ପରିଡ଼ା ଓରଫ ଟୁଟୁ। ଗୁଳିମାଡ଼ର କାରଣ ଅସ୍ପଷ୍ଟ। ଖୋର୍ଦ୍ଧା ମେଡିକାଲରେ ଡାକ୍ତର ମୃତ୍ୟୁ ଘୋଷଣା କରିଛନ୍ତି। ଘଟଣା ସ୍ଥଳରେ ଖୋକା ପଡ଼ିଛି। ଦୁର୍ବୃତ୍ତମାନେ ଏକ ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଯାଇଛନ୍ତି। ଘଟଣାସ୍ଥଳରେ ବୁଲେଟ ମୋଟର ସାଇକେଲ ଛାଡ଼ି ଯାଇଛନ୍ତି। ପୋଲିସର ତଦନ୍ତ ଜାରି ରହିଥିବାବେଳେ ବେଆଇନ ଖଣି କାରବାର ଘଟଣାକୁ ନେଇ ଘଟଣା ହୋଇଛି ବୋଲି ଶୁଣାଯାଉଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

ନୂଆପଡା/ସିନାପାଲି,୬ା୩(ମକାରୁ ବେମାଲ/ମନଫୁଲ ମେହେର)- ସିନାପାଲି- ଖଡ଼ିଆଳ ମୁଖ୍ୟ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶୁକ୍ରବାର ଜିଲା ଓ ବ୍ଲକ ପ୍ରଶାସନର ପ୍ରତିଶ୍ରୁତି ମୁତାବକ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ…

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ନୀତିଶ ଯିବେ ଦିଲ୍ଲୀ, ବିହାର ସମ୍ଭାଳିବେ ପୁଅ; କାଲିଠାରୁ ସକ୍ରିୟ ରାଜନୀତିରେ ଏଣ୍ଟ୍ରି, ହୋଇପାରନ୍ତି Dy CM

ପାଟନା,୬।୩: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ରାଜନୀତି ଛାଡ଼ି ଜାତୀୟ ରାଜନୀତିକୁ ଯିବା ପ୍ରାୟତଃ ସ୍ପଷ୍ଟ…

କେସିଙ୍ଗା ଆଦର୍ଶ ଥାନା ଉଦ୍‌ଘାଟନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ

କେସିଙ୍ଗା,୬।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାର ଶୁଭ ଉଦ୍‌ଘାଟନ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା  ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ…

ସୂର୍ଯ୍ୟ-ଗମ୍ଭୀରଙ୍କ ହଜିଲା ନିଦ…ଫାଇନାଲ ପୂର୍ୱରୁ ଟେନଶନରେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର କେବଳ ଏକ ମ୍ୟାଚ ନୁହେଁ, ବରଂ 2023 ର କ୍ଷତର ହିସାବ ହେବ! ନ୍ୟୁଜିଲାଣ୍ଡ ବିପକ୍ଷରେ T20 ବିଶ୍ୱକପ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

ଏହି ଖେଳାଳି ହେବେ ‘ପ୍ଲେୟାର ଅଫ ଦି ମ୍ୟାଚ’! ଫାଇନାଲ ପୂର୍ୱରୁ ସଞ୍ଜୁ ସାମସନଙ୍କ ବଡ଼ ଭବିଷ୍ୟବାଣୀ…

ନୂଆଦିଲ୍ଲୀ,୬।୩: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ର ଗ୍ରାଣ୍ଡ ଫିନାଲେ ମୁକାବିଲା ମାର୍ଚ୍ଚ ୮ ତାରିଖରେ ଖେଳାଯିବ । ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଟିମ୍ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri