ଶୌଚ ପାଇଁ ଯାଇଥିବା ବେଳେ ଅରଖପୁରରେ ଯୁବକଙ୍କୁ ଗୁଳିମାଡ, ଗ୍ରାମବାସୀଙ୍କ ନିକଟରେ ନାହିଁ…

ପୁରୁଷୋତ୍ତମପୁର,୨।୩(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁଳିମାଡ଼ । ସୋମବାର ସକାଳେ ଜଣେ ଯୁବକଙ୍କୁ ଗୁଳିମାଡ଼ କରାଯାଇଛି । ଯୁବକଙ୍କ ଗୋଡ଼ରେ ଗୁଳି ବାଜିଥିବା ବେଳେ ସେ ଆହତ ହୋଇ ହସ୍ପିଟାଲେ ଚିକିତ୍ସିତ ହେଉଛନ୍ତି ।

ଆହତ ଯୁବକ ହେଲେ ସାଗର ବେହେରା । ସେ ବର୍ତ୍ତମାନ ବ୍ରହ୍ମପୁର ବଡମେଡିକାଲରେ ଚିକିତ୍ସା ହେଉଛଛନ୍ତି । ଯୁବକଙ୍କ କହିବା ଅନୁସାରେ, ସକାଳେ ଗାଁ ପୋଖରିକୁ ଶୌଚ ପାଇଁ ଯାଇଥିବା ବେଳେ ରାସ୍ତାରେ ଶୁଣ୍ଢିବାଙ୍କ ଠାରେ ଦୁଇଜଣ ମୁଖାଧାରୀ ଯୁବକ ଚାଲିଚାଲି ଆଶି ତାଙ୍କର ଗୋଡକୁ ଗୁଳିକରି ଚାଲିଯାଇଥିଲେ । ଏନେଇ ଗ୍ରାମବାସୀଙ୍କ ନିକଟରେ କୌଣସି ସୂଚନା ନାହିଁ ।

ସ୍ପଷ୍ଟଦିବାଲୋକରେ ଏଭଳି ଗୁଳିକାଣ୍ଡ ଘଟିଥିଲେ ମଧ୍ୟ କିଏ କିପରି ଜାଣିପାରିଲେ ନାହିଁ, ତାହା ଚର୍ଚ୍ଚାର ବିଷୟ ପାଲଟିଛି । ଗୁଳିକାଣ୍ଡ ଭିଆଇଥିବା ବ୍ଯକ୍ତିଙ୍କୁ ଭୟକରି କେହି ମୁହଁ ଖୋଲୁନାହାନ୍ତି ତାହା ମଧ୍ଯ୍ଯ ଏକ ପ୍ରକାର ସନ୍ଦେହ ଘେରକୁ ଆସିଛି । ଅନ୍ଯପକ୍ଷରେ ଏନେଇ ଥାନାରେ ମଧ୍ୟ କୌଣସି ପ୍ରକାର ଅଭିଯୋଗ ହୋଇନାହିଁ । ଏଭଳି ଘଟଣା ଘଟିଥିବାର ଶୁଣିବାକୁ ପାଇ ଥାନା ଆଇଆଇସି କୁଳମଣୀ ସେଠୀ ଘଟଣାସ୍ଥଳକୁ ଯାଇ ଲୋକଙ୍କୁ ପଚରାଉଚରା କରି ତଦନ୍ତ ଚଲାଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବୈଠକ, ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କଲେ ଜିଲାପରିଷଦ ସଭ୍ୟ

ଖୋର୍ଦ୍ଧା,୩ା୬(ପ୍ରଭାତ ପାଣିଗ୍ରାହୀ): ଜନପ୍ରତିନିଧିଙ୍କୁ ବୋଲଗଡ଼ ବିଡିଓଙ୍କ ଦୁର୍ବ୍ୟବହାର ଅଭିଯୋଗ ଘଟଣାରେ ଜିଲା ପରିଷଦ ବୈଠକରେ ପ୍ରବଳ ହୋ-ହଲ୍ଲା ଓ ଯୁକ୍ତିତର୍କ ହୋଇଥିଲା। ଏହାର ପ୍ରତିବାଦରେ ଜିଲା ପରିଷଦ…

ଜଣେ ଛାତ୍ରଙ୍କୁ ପଢ଼ାଇବା ପାଇଁ ଏତେଟଙ୍କା ଚାର୍ଜ କରନ୍ତି ଖାନ୍‌ ସାର? କୋଚିଂ ଫିସ୍‌ ଜାଣିଲେ…

ନୂଆଦିଲ୍ଲୀ,୩।୬: ଖାନ ସାରଙ୍କୁ କିଏ ବା ନଜାଣେ.. ନିଜର ନିଆରା ପଢ଼ାଇବା ଶୈଳୀ ପାଇଁ ସାରା ଦେଶରେ ପ୍ରସିଦ୍ଧ ଖାନ ସାର୍‌ ଲକ୍ଷ ଲକ୍ଷ ପିଲାଙ୍କ ପ୍ରିୟ…

ବିମାନବନ୍ଦରରେ ରିଲ୍ସ କରୁଥିଲେ ସାବଧାନ! ଆସିଲା ନୂଆ ନିୟମ, ନଚେତ୍ ହୋଇପାରେ

ନୂଆଦିଲ୍ଲୀ,୩।୬: ଏଣିକି ବିମାନବନ୍ଦରରେ ସେଲଫି ନେବା, ଇନଷ୍ଟାଗ୍ରାମ ରିଲ୍ ତିଆରି କରିବା କିମ୍ବା ଯାତ୍ରା ଭ୍ଲଗ୍ ସୁଟିଂ କରୁଥିବା ପ୍ରେମୀମାନଙ୍କୁ ସତର୍କ ରହିବାକୁ ପଡିବ ।ଡିଜିସିଏ ବିମାନବନ୍ଦର ପରିସରରେ…

ଯୁବତୀଙ୍କୁ ଲଜ୍‌ରେ ସିନ୍ଦୂର ପିନ୍ଧାଇ ବିବାହ କରିଥିଲେ ଯୁବକ, ଶାରୀରିକ ସମ୍ପର୍କ ରଖିବା ପରେ…

ରିଷିଡ଼ା,୩ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ଥାନା ଅନ୍ତର୍ଗତ ରିଷିଡ଼ା ଫାଣ୍ଡି ଅଞ୍ଚଳର ଜଣେ କଲେଜ ପଢୁଆ ଯୁବକ ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ…

ଦିନେ ଛାଡ଼ି ଦେଇଥିଲେ ୧୦୭ କୋଟି ଟଙ୍କାର ଅଫର୍, ଆଜି ଖାନ ସାରଙ୍କ କୋଚିଂ ଫିସ୍‌, ମାସକୁ କେତେ ଲକ୍ଷ ଟଙ୍କା ରୋଜଗାର ଜାଣନ୍ତୁ…

ନୂଆଦିଲ୍ଲୀ,୩।୬: ପ୍ରସିଦ୍ଧ ଶିକ୍ଷକ ତଥା ୟୁଟ୍ୟୁବର୍‌ ଖାନ ସାର୍‌ (Khan Sir) ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିହାରର ରାଜଧାନୀ ପାଟନାରେ ଥିବା ତାଙ୍କ କୋଚିଂ ପ୍ରତିଷ୍ଠାନ…

କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା: ଭବିଷ୍ୟତରେ ନିଷ୍ଠାର ସହ ଆଗକୁ ବଢ଼ିବାକୁ ପରାମର୍ଶ

କୋରାପୁଟ,୩ା୬(ଅମିତାଭ ବେହେରା): କୋରାପୁଟ ଜିଲାର ନାରାୟଣପାଟଣା ବ୍ଲକ ପକ୍ଷରୁ ବୁଧବାର କୃତୀ ଛାତ୍ରୀଛାତ୍ରଙ୍କୁ ଉପଢୌକନ, ପ୍ରମାଣପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ନାରାୟଣପାଟଣା ବ୍ଲକ…

IND vs AFG: ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଖେଳିବେନି ମହମ୍ମଦ ସିରାଜ! ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୩।୬: ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରେ ଡାହାଣହାତୀ ଦ୍ରୁତ ବୋଲର ମହମ୍ମଦ ସିରାଜ ଖେଳିବା ସମ୍ଭାବନା ବହୁତ କମ୍ ରହିଛି । ଏହି ଟେଷ୍ଟ ମ୍ୟାଚ୍ ଜୁନ୍…

ସରକାରୀ କର୍ମଚାରୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ! ଲଞ୍ଚ ପାଇଁ ଘରକୁ ଯିବା ମନା, ୬ ମାସ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩।୬: ଇନ୍ଧନ, ବିଜୁଳି ଏବଂ ଅତ୍ୟାବଶ୍ୟକ ସମ୍ପଦର ସୀମିତ ତଥା ମିତବ୍ୟୟୀ ବ୍ୟବହାର ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ପାଇଁ ନୂଆ ମାର୍ଗଦର୍ଶିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri