ଭବାନୀପାଟଣାରେ ଯୁବକଙ୍କୁ ଛୁରାମାଡ଼: ଗୁରୁତର ଅବସ୍ଥାରେ ବୁର୍ଲାରେ ଭର୍ତ୍ତିି

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶବରପଡ଼ାରେ ରବିବାର ରାତିରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଯୁବକଙ୍କ ନାମ ଶିବ ପ୍ରସାଦ ନାଏକ (୨୫)ବୋଲି ଜଣାପଡିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ବୁର୍ଲାଙ୍କୁ ସ୍ଥାନାନ୍ତରିତ କରାଯାଇଛି। ଶିବ ପ୍ରସାଦଙ୍କ ପଛ ପଟ ପିଠିର ୩ ଟି ସ୍ଥାନରେ ଛୁରାମାଡ଼ ହୋଇଛି। ତେବେ କେଉଁ କାରଣରୁ ତାଙ୍କୁ ଛୁରାମାଡ଼ ହୋଇଛି ଓ କିଏ ମାରିଛି ତାହା ଜଣାପଡ଼ିନାହିଁ। ଅନ୍ୟପଟେ ଏହି ଘଟଣାରେ ଟାଉନ ଥାନା ପୋଲିସ ଏକ ମାମଲା ନଂ (୨୩୨/୨୬) ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୧।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?