ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର: ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ବଲାଙ୍ଗୀର,୧୭।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅଧୀନ ୨୬ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଥିବା ରତାଖଣ୍ଡି ଜଙ୍ଗଲରୁ ଶୁକ୍ରବାର ଜଣେ ଯୁବକଙ୍କ ଗଳିତ ମୃତଦେହ ପୋଲିସ ଉଦ୍ଧାର କରିଛି। ଯୁବକଙ୍କ ପରିଚୟ ମିଳିପାରି ନ ଥିବା ବେଳେ ପୋଲିସ ପରିଚୟ ଜାଣିବା ନେଇ ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ଜଙ୍ଗଲରୁ ପଚା ଦୁର୍ଗନ୍ଧ ଆସିବାରୁ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ଗଳିତ ମୃତଦେହ ଜବତ କରିଥିଲା। ମୃତଦେହ ପଚି ଯାଇଥିବା ବେଳେ ଘଟଣାସ୍ଥଳରୁ ଏକ ବ୍ୟାଗ ଜବତ କରିଛି। ପାରିପାର୍ଶ୍ୱିକ ସ୍ଥିତିରୁ ଯୁବକଙ୍କୁ ହତ୍ୟା ପରେ ଜଙ୍ଗଲରେ ଫିଙ୍ଗି ଦିଆଯାଇଥିବା ସ୍ଥାନୀୟ ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ପୋଲିସଣ ଏକ ଟିମ୍‌ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇ ଚାଲିଗଲା ଯୁବକଙ୍କ ଜୀବନ, ଗାଁରେ ଶୋକର ଛାୟା

ଗୁଡାରି,୨୬।୧୦(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମପଂଚାୟତ ଅନ୍ତର୍ଗତ ଗୌଡ଼ ଢ଼େପାଗୁଡା ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ସୁଦୂର ଗୁଜରାଟ ରାଜ୍ୟକୁ…

ଲେଖି ରଖନ୍ତୁ ଯଦି…ରୋହିତ-କୋହଲିଙ୍କୁ ନେଇ ଏମିତି କଥା କହିଦେଲେ ସୁରେଶ ରାଇନା, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୨୬।୧୦:ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରୈନା। ‘ମିଷ୍ଟର…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ପ୍ରଶାସନ ତତ୍ପର, କାଲି ସ୍ବାସ୍ଥ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭବାନୀପାଟଣା,୨୬।୧୦(ଉତ୍ତମ କୁମାର ଦାଶ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ର ମୁକାବିଲା ତଥା ପୂର୍ବ ପ୍ରସ୍ତୁତି ନେଇ କଳାହାଣ୍ଡି ଜିଲା ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି ।…

ଜାତୀୟ ରାଜପଥରେ କାରକୁ ଧକ୍କା ଦେଲା ଟ୍ରକ: ୫ ଗୁରୁତର

ମାର୍ଶାଘାଇ ୨୬।୧o(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଚଣ୍ଡିଖୋଲ-ପାରାଦ୍ୱୀପ ୫୩ ନଂ ଜାତୀୟ ରାଜପଥର ମାର୍ଶାଘାଇ ଥାନା ଅନ୍ତର୍ଗତ କୁସୁନପୁର ଆଖଣ୍ଡଳମଣି ମନ୍ଦିର ନିକଟରେ କାରକୁ ଏକ ଦ୍ରୁତଗାମୀ ଟ୍ରକ ଧକ୍କା…

କୋହଲି-ରୋହିତଙ୍କ ପରେ ଏହି ୨ ଖେଳାଳି ଭାରତର ସୁପରଷ୍ଟାର: ପୂର୍ବତନ ଅଲ୍‌ରାଉଣ୍ଡଙ୍କ ମନ୍ତବ୍ୟ ସମସ୍ତଙ୍କୁ କଲା ଚକିତ

ନୂଆଦିଲ୍ଲୀ,୨୬।୧୦: ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ପରେ ଭାରତୀୟ କ୍ରିକେଟ୍‌ର ଦାୟିତ୍ୱ ନେବାକୁ ନୂଆ ପିଢ଼ି ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଲ୍‌ରାଉଣ୍ଡର ଲାନ୍ସ କ୍ଲୁଜନର…

IPL 2027: ଚେନ୍ନାଇ ସୁପର କିଙ୍ଗ୍ସକୁ ମିଳିଲେ ନୂଆ କୋଚ୍, ଦାୟିତ୍ୱ ସମ୍ଭାଳିବେ…

ନୂଆଦିଲ୍ଲୀ,୨୬।୧୦: ଆଇପିଏଲ୍‌ ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଷ୍ଟାଫ୍‌ରେ ନୂଆ ନିଯୁକ୍ତି ହୋଇଛି । ଇଂଲଣ୍ଡର ପୂର୍ବତନ ବୋଲର ଗାରେଥ୍ ବ୍ୟାଟିଙ୍କୁ ଦଳର…

କୋଟିଆ ବିବାଦ, ଓଡିଶା ପୋଲିସ୍ ପୋଷ୍ଟ୍ ସ୍ଥାପନର ୨୪ ଘଣ୍ଟା ନପୁରୁଣୁ ଆନ୍ଧ୍ରର ଫୋର୍ସ ମୁତୟନ

ପଟ୍ଟାଙ୍ଗି,୨୬।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି…

ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ: ୬ ବରିଷ୍ଠ ଅଧିକାରୀ ସସପେଣ୍ଡ

ଲକ୍ଷ୍ନୌ,୨୬।୧୦: ଉତ୍ତର ପ୍ରଦେଶ ବିଧାନ ପରିଷଦ ନିର୍ବାଚନ ସମୟରେ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ୬ ଜଣ ବରିଷ୍ଠ ଅଧିକାରୀଙ୍କୁ ସସପେଣ୍ଡ କରିଛନ୍ତି ନିର୍ବାଚନ ଆୟୋଗ । ଆଗ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?