ଅଜଣା ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ: ଆଧାର କାର୍ଡରୁ ମିଳିଲା ପରିଚୟ

ତିହିଡି,୩୧।୧୨(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ପୀରହାଟ ଥାନା ଅଧୀନ ପଣ୍ଡାପୋଖରୀ ଛକରୁ ମଙ୍ଗଳବାର ସକାଳେ ପୋଲିସ ଜଣେ ଯୁବକଙ୍କ ମୃତଦେହ ଜବତ କରିଛି l ଯୁବକଙ୍କ ପାଖରେ ପଡ଼ିଥିବା ତାଙ୍କ ବ୍ୟାଗରେ ଥିବା ଆଧାର କାର୍ଡରୁ ମୃତ ଯୁବକଙ୍କ ପରିଚୟ ମିଳିଛି l ଯୁବକଙ୍କ ନାଁ ଉତ୍ତମ ବରିହା ଏବଂ ତାଙ୍କ ଘର ବରଗଡ଼ ଜିଲା ଖରମୁଣ୍ଡା ଥାନା ଅଧୀନ ଦଡଙ୍ଗାପାଲି ଗ୍ରାମରେ ବୋଲି ଜଣାଯାଇଛି l ଉତ୍ତମ କୌଣସି କାମ ପାଇଁ ଆସି ପଣ୍ଡାପୋଖରୀ ଛକରେ ଓହ୍ଲାଇଥିଲେ l ସେଠାରେ କୌଣସି ଏକ ଗାଡି ତାଙ୍କୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି l ଖବରପାଇ ପୀରହାଟ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଥିଲା l ପୋଲିସ ମୃତ ଯୁବକଙ୍କ ପରିବାରକୁ ଘଟଣା ସମ୍ପର୍କରେ ଜଣାଇବା ସହ ଏକ ମକଦ୍ଦମା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି l ତେବେ ଦୁର୍ଘଟଣା ଘଟାଇଥିବା ଗାଡିର ସନ୍ଧାନ ମିଳିପାରିନାହିଁ l


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ପହଞ୍ଚିବା ପରେ ହଠାତ୍‌ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…

ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁଙ୍କ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…

ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

ଅଭିଜିତ ଦୀପକେ କରିବେ ବିବାହ! ଆସିଲା ପ୍ରସ୍ତାବ, ମାଆ କହିଲେ-‘ମୋତେ ଏମିତି ବୋହୂ ଦରକାର’

ନୂଆଦିଲ୍ଲୀ, ୨୭॥୭: କକ୍ରୋଚ ଜନତା ପାର୍ଟି (CJP)ର ନେତୃତ୍ୱରେ ଜନ୍ତରମନ୍ତରରେ ହୋଇଥିବା ବିରୋଧ ପ୍ରଦର୍ଶନ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହିତ ସମାପ୍ତ ହୋଇଯାଇଛି। ସିଜେପି (CJP)ର ଏହି…

ସବୁଜ ବିକାଶର ଭିତ୍ତିଭୂମି

ଧୁନିକ ଯୁଗରେ ଶକ୍ତି ହେଉଛି ବିକାଶର ମୂଳ ଆଧାର। ବିଦ୍ୟୁତ୍‌ ବିନା ଆଜିର ଜୀବନଯାତ୍ରାକୁ କଳ୍ପନା କରିବା ଅସମ୍ଭବ। କିନ୍ତୁ ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଓ ସହରୀକରଣ…

ଗାଦିଚ୍ୟୁତ ହେବେ ଭାଜପା ସରକାର! CJP ପରେ ମୁଣ୍ଡ ଟେକିଲାଣି RHA; ୩୫ ଲକ୍ଷ ଫଲୋୟର୍ସ, E20 ଜନତା ପାର୍ଟି ବି ଦେଲାଣି ଟେନସନ

ନୂଆଦିଲ୍ଲୀ,୨୭।୭: ‘କକ୍ରୋଚ ଜନତା ପାର୍ଟି’ (CJP) ସୋସିଆଲ ମିଡିଆ – ବିଶେଷକରି ଇନଷ୍ଟାଗ୍ରାମ – ମାଧ୍ୟମରେ ଏତେ ବଡ଼ ପ୍ରତିବାଦ କରିଥିଲା ଯେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷାମନ୍ତ୍ରୀ…

ବିଭବେ ସ୍ବଭାବ ନଷ୍ଟ

ମଣିଷର ସ୍ବଭାବ ବା ପ୍ରକୃତି ଜନ୍ମଗତ, ଯାହାକୁ ନେଇ ସେ ଜନ୍ମ ହୋଇଥାଏ ଏବଂ ମୃତୁ୍ୟୁ ପର୍ଯ୍ୟନ୍ତ ଛାଡ଼ି ପାରେନା। ତେଣୁ ହୁଏତ କୁହାଯାଏ ‘ମଣିଷ ପ୍ରକୃତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri