ରସୁଲଗଡ଼ରେ ଚାଞ୍ଚଲ୍ୟ: ୟୁଟ୍ୟୁବ ବ୍ଲଗରଙ୍କୁ ଜିଜିପି କଲୋନୀରେ ହତ୍ୟା 

ଭୁବନେଶ୍ୱର,୧।୩: ରାଜଧାନୀରେ ପୁଣି ଗଡିଲା ମୁଣ୍ଡ। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ରାହୁଲ ମହାରଣା। ସେ ଜଣେ ୟୁଟ୍ୟୁବ ବ୍ଲଗର। ରାତିରେ ୪ରୁ ୫ ଜଣ ରାହୁଲଙ୍କୁ ଛୁରି ଭୁସି ହତ୍ୟା କରିଥିବା ଜଣାପଡ଼ିଛି।
ରାହୁଲଙ୍କୁ ରକ୍ତ ଜଡ଼ୁଜୁଡ଼ୁ ଅବସ୍ଥାରେ ତୁରନ୍ତ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲ ନିଆ ଯାଇଥିଲା। ପରେ କ୍ୟାପିଟାଲ ହସ୍ପିଟାଲ ସ୍ଥାନନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏ ଘଟଣା ଉକ୍ତ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁସାରେ, ରାହୁଲ ଅକ୍ସିଜେନ ସିଲିଣ୍ଡର୍‌ କାରବାର କରନ୍ତି। ଏହା ସହ ସେ ଜଣେ ୟୁଟୁବ ବ୍ଲଗର୍‌ ଭାବେ ପରିଚିତ।
ସୂଚନାଯୋଗ୍ୟ,  ଗତ ପ୍ରାୟ ଦୁଇମାସ ପୂର୍ବରୁ ରାହୁଲଙ୍କର ଏକ ଏକ ଗୋଷ୍ଠୀ ସହ କେଣସି କାରଣରୁ ବିବାଦ ହୋଇଥିଲା। ଉଭୟ ପକ୍ଷ ଥାନାକୁ ଯାଇଥିଲେ। ଥାନାରେ ଆପୋସ ସମାଧାନ ହୋଇଥିଲା।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାନଜମିରେ ଇଲେକ୍ଟ୍ରି କରେଣ୍ଟ ଦେଇ ଷଣ୍ଢକୁ ମାରିଦେଲେ ଚାଷୀ, ତାତିଲା ବଜରଙ୍ଗ ଦଳ, ପ୍ରତିବାଦରେ…

ବାଲିଆପାଳ,୧ା୨(ଗୋପାଳ ଚନ୍ଦ୍ର ସାହୁ): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଦିନକୁ ଦିନ ଲୋକେ ଷଣ୍ଢଗୁଡ଼ିକୁ ଇଲେକ୍ଟ୍ରି କରେଣ୍ଟ ଦେଇ ମାରି ଦେଉଛନ୍ତି। ଏନେଇ ବାଲିଆପାଳ ଥାନାରେ ଅଭିଯୋଗ…

ବଡ଼ଭାଇଙ୍କୁ ପଥରରେ ଛେଚି ହତ୍ୟା କଲେ ସାନ

ଝାରସୁଗୁଡ଼ା,୧ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବଡ଼ମାଳ ଥାନା ଅନ୍ତର୍ଗତ ବୃନ୍ଦାମାଲ ରେଲଓ୍ବେ ଷ୍ଟେଶନ ନିକଟରେ ଥିବା ଏକ ବସ୍ତିରେ ରହୁଥିବା ବଡ଼ଭାଇ ବିବେକନାଥ ନାଗ(୨୮)ଙ୍କୁ ସାନଭାଇ କ୍ଷୀରୋଦନାଥ…

ଆଜିଠାରୁ ଆକାଶରେ ଦେଖାଯିବ ବିରଳ ଦୃଶ୍ୟ: ନିକଟତର ହେବେ ୬ ଗ୍ରହ

ଭୁବନେଶ୍ୱର,୨୮ା୨(ସୁଚିସ୍ମିତା ସାହୁ): ସନ୍ଧ୍ୟା ଆକାଶରେ ଶନିବାରଠାରୁ ୬ଟି ଗ୍ରହ ନିକଟତର ହେବେ। ଏହି ବିରଳ ମହାଜାଗତିକ ଦୃଶ୍ୟ ମାର୍ଚ୍ଚ ୭ ଯାଏ ଦୃଶ୍ୟମାନ ହେବ। ପ୍ରତିଦିନ ସୂର୍ଯ୍ୟାସ୍ତ…

ଘରେ ପଶିଲେ କିଛି କହିବା ପୂର୍ବରୁ ଖଣ୍ଡାରେ ହାଣି ଲୁଟିନେଲେ  

ପରଜଙ୍ଗ,୧।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ଗାଁରେ ସଶସ୍ତ୍ର ଡକାୟତ ହୋଇଛି। ବିଳମ୍ବିତ ରାତିରେ ଘରେ ପଶିଲେ କିଛି କହିବା ପୂର୍ବରୁ ଠେଙ୍ଗାରେ ପିଟି…

ମାର୍ଚ୍ଚରୁ ମେ’ ପ୍ରବଳ ଗରମ

ଭୁବନେଶ୍ୱର,୧।୩(ବନ୍ଦନା ସେଠୀ): ମାର୍ଚ୍ଚ ଆରମ୍ଭ ନ ହେଉଣୁ ରାଜ୍ୟରେ ତାପମାତ୍ରା ୩୬ ଡିଗ୍ରୀ ଟପିଛି। ଆଗକୁ ପ୍ରବଳ ଖରାତାତି ଓ ଗରମରେ ଶିଝିବ ସାରା ଓଡ଼ିଶା। ବିଶେଷକରି…

ରାଜ୍ୟ ସଭା: କମନ୍‌ ପ୍ରାର୍ଥୀ ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୧।୩(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ହେବାକୁ ଥିବା ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ଚଳଚଞ୍ଚଳ ହୋଇଉଠିଛି। ବିଜେଡି ପକ୍ଷରୁ ଶନିବାର ରାଜ୍ୟ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri