ମାଟି ତଳେ ୫୦ ଘଣ୍ଟା ରହିଲେ ୟୁଟ୍ୟୁବର

ଓ୍ବାଶିଂଟନ,୩।୪: ୟୁଟ୍ୟୁବ୍‌ରେ ପ୍ରତିଦିନ ନୂଆ ନୂଆ ଘଟଣା ସମ୍ପର୍କରେ ଭିଡ଼ିଓ ଅପଲୋଡ୍‌ ହେଉଛି। ସମ୍ପ୍ରତି ଆମେରିକାର ଜଣେ ୟୁଟ୍ୟୁବର ମାଟି ତଳେ କଫିନ୍‌ରେ ୫୦ ଘଣ୍ଟା ରହିଥିବାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସେ ହେଉଛନ୍ତି ଖ୍ୟାତି ସମ୍ପନ୍ନ ୟୁଟ୍ୟୁବର ଜିମ୍ମି ଡୋନାଲ୍ଡସନ୍‌। ତାଙ୍କ କଫିନ୍‌ରେ କ୍ୟାମେରା ଏବଂ ଲାଇଟ୍‌ ଲଗାଯାଇଥିଲା। ଏହାପରେ କଫିନ୍‌କୁ ମାଟିରେ ପୋତି ଦିଆଯାଇଥିଲା। ଦୁଇ ଦିନରୁ ଅଧିକ ସମୟ ଧରି ମାଟି ତଳେ କଫିନ୍‌ରେ ରହିଥିତ୍ବା ଜିମ୍ମିଙ୍କ ଭିଡ଼ିଓ ନେଇ ଏବେ ସୋସିଆଲ୍‌ ମିଡ଼ିଆରେ ୫ କୋଟିରୁ ଅଧିକ ଥର ଦେଖା ସରିଲାଣି। କଫିନ୍‌ରେ ରହି ଜିମ୍ମି ନିଜ ବନ୍ଧୁମାନଙ୍କ ସହିତ କଥାବାର୍ତ୍ତା ହେଉଥିବାର ଭିଡ଼ିଓରେ ଦେଖିବାକୁ ମିଳୁଛି। ଜିମ୍ମି ମିଷ୍ଟର ବିଷ୍ଟ୍‌ ଭାବେ ବେଶ ପରିଚିତି ହାସଲ କରିଛନ୍ତି। ଏହି ଭିଡ଼ିଓକୁ ଅନ୍ୟ ସୋସିଆଲ ମିଡ଼ିଆରେ ମଧ୍ୟ ଶେୟାର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ଲକ୍ଷ ଟପିବ ସଂକ୍ରମିତଙ୍କ ସଂଖ୍ୟା: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୩ା୪: ଦିନକୁ ଦିନ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୩୫ ହଜାରରୁ ଅଧିକ ଥିବାବେଳେ...

ଫ୍ରି ଅନ୍‌ ଟ୍ରି

ହାଡ଼ଭଙ୍ଗା ଶୀତରାତିରେ ଆମେ ମୋଟା ଚାଦର ତଳେ ଉଷୁମ ଟାଣି ଶୋଇଥାଉ। ହେଲେ ଥରେ ଭାବିଲେ ବାସହୀନ ଲୋକ, ଯେଉଁମାନେ କି ଫୁଟ୍‌ପାଥ୍‌ରେ ଶୋଇବାକୁ ବାଧ୍ୟ...

ପାକିସ୍ତାନ ବସ୍‌ ଡ୍ରାଇଭର୍‌ଙ୍କ ପୁଅ ହେଲେ ବ୍ରିଟେନର ଅର୍ଥମନ୍ତ୍ରୀ

ଲଣ୍ଡନ,୨୫ା୭: ନୂତନ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ପୂର୍ବତନ ଗୃହମନ୍ତ୍ରୀ ସାଜିଦ ଜାଭିଦଙ୍କୁ ଦେଶର ଅର୍ଥମନ୍ତ୍ରୀ କରିବାକୁ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ପଦ ଲାଗି ଦାବିଦାର...

‘ମୁଁ ଦୁନିଆ ଛାଡ଼ିଦେବି’

ଚପଳ ଶିଶୁ। ସେମାନଙ୍କର ମନ ସର୍ବଦା ଖେଳିବା, ବୁଲିବାରେ ବ୍ୟସ୍ତ। କିନ୍ତୁ ଆଜିର ପିଲାମାନେ ଟିଭି, ମୋବାଇଲ ଦେଖି ଏତେ ବଡ଼ ବଡ଼ କଥା ଶିଖୁଛନ୍ତି,...

କ୍ରିମିୟାରେ ପାଦ ଦେଲେ ହେବ ବୋମାବର୍ଷା, ବ୍ରିଟେନ୍‌କୁ ରୁଷିଆର ନାଲି ଆଖି…

ମସ୍କୋ,୧୫।୭: ରୁଷିଆ ବ୍ରିଟେନ୍‌କୁ କ୍ରିମିୟା ପ୍ରସଙ୍ଗଠାରୁ ଦୂରେଇ ରହିବାକୁ ଚେତାବନୀ ଦେଇଛି। କ୍ରିମିୟାରେ ପାଦ ଦେଲେ ବୋମାବର୍ଷା ହେବ ବୋଲି ନାଲି ଆଖି ଦେଖାଇ ରୁଷିଆ...

ୟୁଏଇରେ ହିନ୍ଦୁ ମନ୍ଦିରର ଶିଳାନ୍ୟାସ

ଆବୁ ଧାବି,୨୦।୪: ୟୁଏଇର ଆବୁ ଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଶିଳାନ୍ୟାସ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଉକ୍ତ କାର୍ଯ୍ୟକ୍ରମରେ ସ୍ବାମୀନାରାୟଣ ସଂସ୍ଥାର ମହନ୍ତ ସ୍ବାମୀ...

ଭୂକମ୍ପ ମୃତ୍ୟୁ ୬,୨୦୦ ଟପିଲା

ଆଡାନା(ତୁର୍କୀ)/ଜେନେଭା,୮।୨: ତୁର୍କୀ ଓ ସିରିଆରେ ପ୍ରଳୟଙ୍କରୀ ଭୂକମ୍ପ ଜନିତ ମୃତ୍ୟୁସଂଖ୍ୟା ମଙ୍ଗଳବାର ୬,୨୫୬ରେ ପହଞ୍ଚତ୍ଛି। ତୁର୍କୀରେ ୪,୫୪୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ସିରିଆରେ ୧,୭୧୨ ଜଣଙ୍କ...

ରାଜଧାନୀରେ ବିନା ଦରମାରେ ୩୨ ବର୍ଷ ହେବ କାମ କରିଆସୁଛନ୍ତି ବୃଦ୍ଧ: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୨୯।୮: ରାଜଧାନୀ ଦିଲ୍ଲୀର ସିଲମପୁର ଲାଲବତି ଛକରେ ଜଣେ ବୃଦ୍ଧ ଟ୍ରାଫିକ ପୋଲିସ ୟୁନିଫର୍ମ ପିଦ୍ଧି ଟ୍ରାଫିକ ସିଷ୍ଟମ ଚଲାଉଥିବା ଦେଖିବାକୁ ମିଳୁଛି। ଦୀର୍ଘ...

Advertisement
Archives

Model This Week