ରିଲାଏନ୍ସ ରିଟେଲ ପକ୍ଷରୁ ୟୁଷ୍ଟାର ଶୁଭାରମ୍ଭ

ଭୁବନେଶ୍ୱର,୨୭।୮: ରିଲାଏନ୍ସ ରିଟେଲ ପକ୍ଷରୁ ଯୁବ ଫ୍ୟାଶନ ରିଟେଲ ଫର୍ମାଟ ୟୁଷ୍ଟା’ର ଆନୁଷ୍ଠାନିକ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ହାଇଦ୍ରାବାଦଠାରେ ୟୁଷ୍ଟାର ପ୍ରଥମ ଷ୍ଟୋର ସହିତ ନୂଆ ଫର୍ମାଟର ଶୁଭାରମ୍ଭ କରାଯାଇଛି। ଏପରିକି ସର୍ବାଧୁନିକ ଜ୍ଞାନକୌଶଳସମ୍ପନ୍ନ ଷ୍ଟୋର ଲେ-ଆଉଟ ସହିତ ୟୁଷ୍ଟାରେ ଯୁବବର୍ଗର ଗ୍ରାହକଙ୍କ ପାଇଁ ସୁଲଭ ମୂଲ୍ୟରେ ହାଇ-ଫ୍ୟାଶନ ଉପଲବ୍ଧ ହେଉଛି। ଉଦାହରଣ ସ୍ବରୂପ ଏଠାରେ ମିଳୁଥିବା ସମସ୍ତ ସାମଗ୍ରୀର ମୂଲ୍ୟ ୯୯୯ ଟଙ୍କାରୁ କମ୍‌ ରହିଥିବାବେଳେ ଅଧିକାଂଶ ସାମଗ୍ରୀର ମୂଲ୍ୟ ୪୯୯ ଟଙ୍କାରୁ କମ୍‌ ରହିଛି। ସେହିଭଳି ଉଭୟ ପୁରୁଷ ଓ ମହିଳାଙ୍କ ପୋଷାକ ସାଙ୍ଗକୁ ବିଭିନ୍ନ ବର୍ଗର ପୋଷାକ ଓ ସାପ୍ତାହିକ ରିଫ୍ରେଶ୍‌ କ୍ୟାପ୍‌ସୁଲ ସହ ୟୁଷ୍ଟାରେ ପ୍ରତି ସପ୍ତାହରେ ଷ୍ଟାରିଂ ନାଓ କଲେକ୍ସନ ଜରିଆରେ ସ୍ବଆଧୁନିକ ଫ୍ୟାଶନ ଏବଂ ମ୍ୟାଚିଂ ଆସେସୋରି ସହ ଏକ ସମ୍ପୂର୍ଣ୍ଣ ଆଉଟ୍‌ଫିଟ୍‌ ଭାବେ ପ୍ରସ୍ତୁତ ରହିବ। ଏ ସମ୍ପର୍କରେ ରିଲାଏନ୍ସ ରିଟେଲର ଫ୍ୟାଶନ ଓ ଲାଇଫ୍‌ଷ୍ଟାଇଲ ସଭାପତି ଓ ସିଇଓ ଅଖିଳେଶ ପ୍ରସାଦ କହିଛନ୍ତି, ୟୁଷ୍ଟା ଏକ ଯୁବ ଓ ଡାଇନାମିକ ବ୍ରାଣ୍ଡ୍‌ ଯାହା ଦେଶର ଯୁବପିଢ଼ି ସହ ଆଗକୁ ବଢିବ ଏବଂ ସମୃଦ୍ଧ ହେବ। ଏହି ଟିମ୍‌ ଭାରତର ଯୁବ ପିଢ଼ି ସହିତ ଲଗାତର କାର୍ଯ୍ୟ କରି ନୂଆ ଫ୍ୟାଶନ ଆବଶ୍ୟକତା ଉପରେ କାର୍ଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri