Posted inଖେଳ

ଯୁବରାଜଙ୍କୁ ୩୯ : ୬ ବଲରେ ୬ଟି ଛକ୍କା ମାରି ରଚିଥିଲେ ଇତିହାସ

ନୂଆଦିଲ୍ଲୀ, ୧୨।୧୨: ଭାରତୀୟ କ୍ରିକେଟର ଯୁବରାଜ ସିଂ ଶନିବାର ୩୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୧ ଡିସେମ୍ବର ୧୨ରେ ଚଣ୍ଡିଗଡ଼ଠାରେ ଜନ୍ମଗ୍ରହଣ କରିଥିଲେ। ଯୁବରାଜଙ୍କୁ ପ୍ରଶଂସକ ସ୍ନେହରେ ଯୁବି ବୋଲି ଡାକିଥାନ୍ତି। ୨୦୦୭ରେ ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚ୍‌ରେ ଯୁବରାଜ ଷ୍ଟୁଆର୍ଟ ବୋର୍ଡଙ୍କ ୬ଟି ବଲରେ ୬ଟି ଛକ୍କା ମାରି ଉପସ୍ଥିତ ଦର୍ଶକଙ୍କୁ କରିଥିଲେ ସ୍ତମ୍ଭୀଭୁତ। ପ୍ରଶଂସକଙ୍କ କରତାଳିରେ ଉଛୁଳି ଉଠିଥିଲା ସାରା ଷ୍ଟାଡିୟମ୍‌। ଏହାପର ଓଭରରେ ମଧ୍ୟ ଯୁବରାଜ କରିଥିଲେ ଧୂଆଁଧାର ବ୍ୟାଟିଂ। ମାତ୍ର ୧୨ଟି ବଲରେ ସେ ପୂରଣ କରିଥିଲେ ଅର୍ଦ୍ଧ ଶତକ। ଯୁବରାଜଙ୍କ ବ୍ୟାଟିଂ ନୈପୁଣତା ଦେଖି ଇଂଲଣ୍ଡ ଟିମ୍‌ର ହୋସ୍‌ ଉଡିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri