Posted inଜାତୀୟ

Video: କଂଗ୍ରେସ ତାଙ୍କ ଯୁବରାଜଙ୍କୁ ଷ୍ଟାର୍ଟଅପ୍‌ ଭାବେ ଲଞ୍ଚ କରିଛି, ହେଲେ ଯୁବରାଜ ମୂଳରୁ ଷ୍ଟାର୍ଟ ହେଉନାହାନ୍ତି: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୨: ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟସଭାରେ ସମ୍ବୋଧନ କରି ନାଁ ନନେଇ ରାହୁଲ ଗାନ୍ଧିଙ୍କୁ କଟାକ୍ଷ କରିଛନ୍ତି। କଂଗ୍ରେସ ଏବେ ସେମାନେ ତାଙ୍କ ଯୁବରାଜଙ୍କୁ ଏକ ଷ୍ଟାର୍ଟଅପ୍‌ ଦେଇଛନ୍ତି। ହେଲେ ଯୁବରାଜ ଲିଫ୍ଟ ହେଉଛନ୍ତି ନା ଲଞ୍ଚ ହେଉଛନ୍ତି, ଯୁବରାଜ ମୂଳରୁ ଷ୍ଟାର୍ଟ ହେଉନାହାନ୍ତି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ।

ଏଥିସହ ବିଭିନ୍ନ ବିଷୟ ନେଇ ପ୍ରଧାନମନ୍ତ୍ରୀ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ଆଦିବାସୀ ରାଷ୍ଟ୍ରପତିଙ୍କୁ ବିରୋଧ କରିଛି , ରାଷ୍ଟ୍ରପତିଙ୍କୁ ଅପମାନିତ କରିବାକୁ ବି କଂଗ୍ରେସ ପଛାଇନି। ପ୍ରଥମ ଥର ପାଇଁ ଏନ୍‌ଡିଏ ଜଣେ ଆଦିବାସୀ ଝିଅକୁ ରାଷ୍ଟ୍ରପତି ପ୍ରାର୍ଥୀ କଲା, କୌଣସି ବୈଚାରିକ ବିରୋଧ ପାଇଁ ବିରୋଧ କରିଥିଲେ ଚଳିଥାନ୍ତା, କିନ୍ତୁ ବିନା ବୈଚାରିକତାରେ ଆଦିବାସୀ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ବିରୋଧ ହେଲା।

ତେବେ ଭାଜପା ଆଗାମୀ ୫ ବର୍ଷରେ ଭାରତ ବିକାଶର ଶିଖରରେ ପହଞ୍ଚାଇବ। ସଂକଳ୍ପରୁ ସିଦ୍ଧି ଯାଏଁ ପହଞ୍ଚାଇବା ମୋ କାର୍ଯ୍ୟଶୈଳୀର ଅଂଶବିଶେଷ । ଯାହାର ଗ୍ୟାରେଣ୍ଟିର ତାକତ ଦେଖିଛି, ଦେଶ ତା କଥା ହିଁ ଶୁଣିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଏହାବ୍ୟତୀତ ସଂଘୀୟ ଶାସନ ବ୍ୟବସ୍ଥାରେ ରାଜ୍ୟମାନଙ୍କ ବିକାଶ ଆମର ମୂଳ ଲକ୍ଷ୍ୟ। ରାଜ୍ୟର ବିକାଶ ହେଲେ ହିଁ ଦେଶର ବିକାଶ ସମ୍ଭବ। ଏଥିପାଇଁ ଏନଡିଏ ସରକାର ରାଜ୍ୟମାନଙ୍କର ବିକାଶ ପାଇଁ ସର୍ବଦା ପ୍ରାଥମିକତା ଦେଇ ଆସିଛି। ଯାହାର ଉଦାହରଣ ହେଉଛି ବିଭିନ୍ନ ରାଜ୍ୟରେ ଜି-୨୦ ଗୁରୁତ୍ୱପୂର୍ଣ୍ଣ ସମ୍ମିଳନୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ…

ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରଥମ ତାଲିକା ପ୍ରକାଶ କଲା ଭାଜପା, ଏଥର ପୁଣି ମମତା-ଶୁଭେନ୍ଦୁଙ୍କ କଡ଼ା ଟକ୍କର

କୋଲକାତା,୧୬ା୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ୧୪୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଭାରତୀୟ ଜନତା ପାର୍ଟି ଶୁଭେନ୍ଦୁ ଅଧିକାରୀ ଏବଂ ଦିଲୀପ ଘୋଷଙ୍କୁ…

IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ

ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF)…

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ…

LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର

ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri