ଯୁବରାଜ ସିଂ ଆକାଶର ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ

ନୂଆଦିଲ୍ଲୀ: ଆକାଶ ଏଡୁକେଶନାଲ ସର୍ଭିସେସ୍‌ ଲିମିଟେଡ୍‌ (ଏଇଏସ୍‌ଏଲ୍‌) କ୍ରିକେଟର ଯୁବରାଜ ସିଂଙ୍କୁ ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ କରିଥିବା ବିଷୟର ଘୋଷଣା କରିଛି। ଏହି ପ୍ରତିଭାବାନ କ୍ରିକେଟର ଆକାଶ ଗ୍ରୁପ୍‌ର ବିଭିନ୍ନ ବ୍ରାଣ୍ଡର ପ୍ରଚାର ଓ ପ୍ରସାର କରିବେ। ଏଥିରେ ରହିଛି ଆକାଶ ଇନ୍‌ଷ୍ଟିଚ୍ୟୁଟ, ଆକାଶ ଆଇଆଇଟି-ଜେଇଇ ଏବଂ ଆକାଶ ଡିଜିଟାଲ ଓ ମେରିଟ୍‌ନେସନ ରହିଥିବା ଏଇଏସ୍‌ଏଲ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏହା ମାଧ୍ୟମରେ ମେଡିକାଲ ଓ ଇଞ୍ଜିନିୟରିଂ ପରୀକ୍ଷା ଦେଉଥିବା ପିଲାମାନଙ୍କ ମନୋବଳ ବୃଦ୍ଧି ସହ ସଫଳତା ପାଇଁ ସଂଘର୍ଷ ଓ ଉଦ୍ୟମ ସମ୍ପର୍କରେ ବର୍ଣ୍ଣନା କରାଯାଇଛି। ଏ ସମ୍ପର୍କରେ ଆକାଶ ଏଡୁକେଶନାଲ ସର୍ଭିସେସ୍‌ ଲିମିଟେଡ୍‌ର ସିଇଓ ଓ ଡାଇରେକ୍ଟର ଆକାଶ ଚୌଧୁରୀ କହିଛନ୍ତି ଯେ, ଆକାଶ ପରିବାରରେ ଯୁବରାଜ ସିଂ ସାମିଲ ହୋଇଥିବାରୁ ଆମେ ସମସ୍ତେ ଆନନ୍ଦିତ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ୧୦୦ ବିଲିୟନ ଡଲାର ନିବେଶ କରିବ ଅଷ୍ଟ୍ରେଲିଆ

ଭୁବନେଶ୍ୱର, ୨୧-୮(ବ୍ୟୁରୋ): ଘରୋଇ ବଜାର ବିଦେଶୀ ପୁଞ୍ଜି ଆକୃଷ୍ଟ କରିବାରେ ଏକ ପ୍ରମୁଖ ସ୍ଥଳ ପାଲଟିଛି। ଅଷ୍ଟ୍ରେଲିଆ ପାଇଁ ଭାରତ ନିବେଶର ଏକ ପସନ୍ଦଯୋଗ୍ୟ ସ୍ଥାନ...

ପ୍ରାଇଭେଟ ଟ୍ରେନ୍‌ ଯାତ୍ରୀଭଡ଼ା ନିର୍ଦ୍ଧାରଣ କରିବେ କମ୍ପାନୀ

ନୂଆଦିଲ୍ଲୀ,୧୯।୯: ଘରୋଇ ବଜାରରେ ପ୍ରାଇଭେଟ ଟ୍ରେନ୍‌ ଚଳାଇବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଟ୍ରେନଗୁଡିକ ଚଳାଚଳ ଆରମ୍ଭ ହେଲେ ପ୍ରାଇଭେଟ ପ୍ଳେୟର ଯାତ୍ରୀଭଡା ନିର୍ଦ୍ଧାରଣ...

୨୦୨୫ ସୁଦ୍ଧା ଭାରତ ପଞ୍ଚମ ବଡ଼ ଅର୍ଥ ବ୍ୟବସ୍ଥା

ନୂଆଦିଲ୍ଲୀ: ଚଳିତ ବର୍ଷ ବିଶ୍ୱର ପ୍ରମୁଖ ଅର୍ଥ ବ୍ୟବସ୍ଥା ମଧ୍ୟରେ ଭାରତ ୬ତମ ସ୍ଥାନକୁ ଖସିଯାଇଛି। ୨୦୨୫ ବେଳକୁ ପୁଣି ଥରେ ବ୍ରିଟେନକୁ ଟପି ଭାରତ...

ଇଣ୍ଡିଗୋ ବିବାଦ:ନିଜ ଅଂଶଧନ ବିକିବେନି ଗଙ୍ଗଓ୍ବାଲ

ନୂଆଦିଲ୍ଲୀ,୧୭-୭: ଇଣ୍ଡିଗୋ ବିମାନ କମ୍ପାନୀର ଦୁଇ ସହ ପ୍ରତିଷ୍ଠାତାଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ଏପରି ସ୍ଥିତିରେ କମ୍ପାନୀରେ ଥିବା ନିଜ ଅଂଶଧନ ବିକ୍ରି ନ...

‘ଷ୍ଟାର୍ଟଅପ୍‌ କରୁଥିବା ବ୍ୟକ୍ତି ହୋଇ ପାରିବେ ଧୀରୁଭାଇ ଅମ୍ବାନୀ’

ନୂଆଦିଲ୍ଲୀ, ୨୫-୨: ଛୋଟ ଛୋଟ ବ୍ୟବସାୟ କରୁଥିବା ବ୍ୟକ୍ତି ବିଶେଷ ଦିନରେ ବହୁତ ବଡ ହେବାର ସମ୍ଭାବନା ରହିଛି। ଦେଶରେ ଷ୍ଟାର୍ଟ ଅପ୍‌ କରୁଥିବା ବ୍ୟକ୍ତି...

ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ

ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଓ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ମିଳିତ ଉଦ୍ୟମରେ ଆୟୋଜିତ ଭର୍ଚୁଆଲ ପ୍ଲାଟଫର୍ମରେ ବିଶ୍ୱ ପରିବେଶ...

୨୦ରୁ ଆଦାୟ ହେବ ଟୋଲ୍‌ ଟାକ୍ସ

ନୂଆଦିଲ୍ଲୀ,୧୯।୪: ଚଳିତ ମାସ ୨୦ ତାରିଖରେ ଟୋଲ୍‌ ଟାକ୍ସ ସଂଗ୍ରହ ପୁଣି ଥରେ ଆରମ୍ଭ ହେବ। ନ୍ୟାଶନାଲ ହାଇଓ୍ବେ ଅଥରିଟି ଅଫ୍‌ ଇଣ୍ଡିଆ(ଏନ୍‌ଏଚ୍‌ଏଆଇ) ପକ୍ଷରୁ ଏ...

ଏଟିଏମ୍‌ରୁ ବାହାରୁଛି ଅଧିକ ୫୦୦ ଟଙ୍କିଆ ନୋଟ୍‌

ନୂଆଦିଲ୍ଲୀ, ୨୭-୨: ବିଭିନ୍ନ ବ୍ୟାଙ୍କର ଏଟିଏମ୍‌ଗୁଡିକରୁ ଏବେ ୨୦୦୦ ଟଙ୍କିଆ ନୋଟ ତୁଳନାରେ ଅଧିକ ୫୦୦ ଟଙ୍କିଆ ନୋଟ ବାହାରୁ ଥିବା ନଜରକୁ ଆସୁଛି। ୨୦୦୦...

Advertisement
Archives

Model This Week