Posted inଖେଳ

ରୋହିତ ଶର୍ମାଙ୍କ ବିବାହକୁ ନେଇ ଏମିତି ଭବିଷ୍ୟବାଣୀ କରିଥିଲେ ଯୁବରାଜ

ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା ରିତିକା ସଜଦେହଙ୍କୁ ବିବାହ କରିଛନ୍ତି। ରିତିକା ପୂର୍ବତନ ଭାରତୀୟ ଖେଳାଳି ଯୁବରାଜ ସିଂଙ୍କ ଭଉଣୀ ତାହା ହୁଏତ ଖୁବ୍‌ କମ୍‌ ଲୋକ ଜାଣିଥିବେ। ଯଦିଓ ରିତିକା ଯୁବିଙ୍କ ନିଜ ଭଉଣୀ ନୁହନ୍ତି। ତଥାପି ପ୍ରତିବର୍ଷ ସେ ତାଙ୍କ ହାତରେ ରାଖୀ ବାନ୍ଧିଥାନ୍ତି। ରୋହିତଙ୍କୁ ବିବାହ କରିବା ପୂର୍ବରୁ ରିତିକା ସ୍ପୋଟର୍‌ସ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିଲେ। ଉଭୟ ଯୁବି ଏବଂ ରୋହିତ ରିତିକାଙ୍କ କ୍ଲାଏଣ୍ଟ ଥିଲେ। ଦିନେ ଯୁୁବି ରିତିକାଙ୍କୁ କଳେଇ ଭଉଣୀ ବୋଲି ଆଖ୍ୟା ଦେଇଥିଲେ। ସେବେଠୁ ପ୍ରତିବର୍ଷ ପୂର୍ଣ୍ଣିମାରେ ତାଙ୍କ ହାତରେ ରାଖୀ ବାନ୍ଧିଥାନ୍ତି ରିତିକା। ରିତିକା ଯୁବରାଜଙ୍କ ଭଉଣୀ ହେବା ପରେ ରୋହିତଙ୍କ ସହ ତାଙ୍କ ସମ୍ପର୍କ ଆହୁରି ଦୃଢ ହୋଇଥିଲା। ବନ୍ଧୁତାରୁ ପ୍ରେମ ଆଉ ତାପରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ଯୁବରାଜ ଉକ୍ତ ବିବାହର ୯ ବର୍ଷ ପୂର୍ବରୁ ଭବିଷ୍ୟବାଣୀ କରି କହିଥିଲେ, ରୋହିତ ରିତିକାଙ୍କୁ ହିଁ ବିବାହ କରିବେ। ଯାହା ଶେଷରେ ସତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri