ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ ଅଢ଼େଇ କୋଟି, ଉଥାପ୍ପାଙ୍କ ୮.୨୬ ଲକ୍ଷର ସମ୍ପତ୍ତି ଜବତ ହୋଇଛି। ସେହିପରି ଉର୍ବଶୀ ରୌତେଲାଙ୍କ ୨ କୋଟି, ସୋନୁ ସୁଦ୍‌ଙ୍କ କୋଟିଏ ଟଙ୍କାର ସମ୍ପତ୍ତି ଜବତ କରାଯାଇଛି।

ପୂର୍ବରୁ, ସମାନ ମାମଲାରେ, ଇଡି ଶିଖର ଧାୱନଙ୍କର ୪.୫୫ କୋଟି ଏବଂ ସୁରେଶ ରାଇନାଙ୍କର ୬.୬୪ କୋଟି ମୂଲ୍ୟର ସମ୍ପତ୍ତି ଜବତ କରିଥିଲା। ଏପର୍ଯ୍ୟନ୍ତ, ୧x ବେଟିଂ ମାମଲାରେ ଇଡି ୧୯.୦୭ କୋଟି ମୂଲ୍ୟର ସମ୍ପତ୍ତି ଜବତ କରିଛି। ତଦନ୍ତ ଜାରି ରହିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ

ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର…

ଲୋକସଭାରେ ପ୍ରବଳ ହଟ୍ଟଗୋଳ: ପ୍ରଧାନମନ୍ତ୍ରୀଙ୍କ ଆସନ ଘେରିଗଲେ ମହିଳା ଏମପି

ନୂଆଦିଲ୍ଲୀ,୪।୩: ବୁଧବାର ଲୋକସଭାରେ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି। ବିରୋଧ ଦଳର ପ୍ରବଳ ହଟ୍ଟଗୋଳ ଯୋଗୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିପାରିନାହାନ୍ତି ପ୍ରଧାନମନ୍ତ୍ରୀ…

ଗୁରୁବାର ଅନେକ ଟଙ୍କା ରୋଜଗାର କରିବେ ଏହି ୩ ରାଶିର ବ୍ୟକ୍ତି! କ୍ୟାରିୟରରେ ମିଳିବ….

ଗୁରୁବାର ଦିନଟି ଅନେକ ରାଶି ପାଇଁ ଏକ ବିଶେଷ ଦିନ ହେବ । ତଥାପି, ତିନୋଟି ରାଶିର ବ୍ୟକ୍ତି, ଯେଉଁମାନେ ଏହି ଦିନ ବହୁତ ଲାଭବାନ ହେବେ।…

ରାଷ୍ଟ୍ରପତିଙ୍କ ଘର ଆଗରେ ପିଲାଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ନାଁ କ’ଣ ପଚାରିଲେ ମୋହନ ମାଝୀ, ଏହି ଘର କାହାର କହି…

ଭୁବନେଶ୍ୱର,୪ା୨: ରାଷ୍ଟ୍ରପତିଙ୍କ ଘର ଆଗରେ ବୁଧବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ରାଷ୍ଟ୍ରପତିଙ୍କ ଘର ସାମ୍ନାରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତିଙ୍କୁ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ…

ମଝି ଆକାଶରେ ବିମାନର ଇଞ୍ଜିନର ଲାଗିଲା ନିଆଁ, କୋଲକାତାରେ….

କୋଲକାତା,୪ା୨: ପଶ୍ଚିମବଙ୍ଗର କୋଲକାତା ବିମାନବନ୍ଦରରେ ତୁର୍କୀସ୍ ଏୟାରଲାଇନ୍ସର ଏକ ବିମାନ ଜରୁରୀକାଳୀନ ଅବତରଣ କରିଛି । ବିମାନଟି କାଠମାଣ୍ଡୁରୁ ଇସ୍ତାନବୁଲ ଅଭିମୁଖେ ଯାତ୍ରା କରୁଥିଲା। ତୁର୍କୀସ୍ ଏୟାରଲାଇନ୍ସର…

ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ଅନଲାଇନ କୋଚିଂ: SC, OBC ଆଦି ବର୍ଗଙ୍କୁ ମିଳିବ ସୁବିଧା

ନୂଆଦିଲ୍ଲୀ,୪ା୨: ଦେଶର ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କୁ ମାଗଣା ଅନଲାଇନ କୋଚିଂ ଦେବେ ସରକାର। ଅନୁସୂଚିତ ଜାତି, ପଛୁଆ ବର୍ଗ ଏବଂ ଆର୍ଥିକ ଅନଗ୍ରସର ଶ୍ରେଣୀର ମେଧାବୀଙ୍କୁ ଶିକ୍ଷା…

ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri